1 ରାଜାବଳୀ 8:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ତୁମ୍ଭେ ଆପଣା ଲୋକମାନଙ୍କୁ ଯେକୌଣସି ଆଡ଼େ ପଠାଇଲେ ଯେବେ ସେମାନେ ଆପଣା ଶତ୍ରୁ ସଙ୍ଗେ ଯୁଦ୍ଧ କରିବାକୁ ବାହାରେ ଯାଇ ତୁମ୍ଭର ମନୋନୀତ ଏହି ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋ ନିର୍ମିତ ଏହି ଗୃହ ଆଡ଼େ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବେ, Viz kapitolaପବିତ୍ର ବାଇବଲ (Re-edited) - (BSI)44 ତୁମ୍ଭେ ଆପଣା ଲୋକମାନଙ୍କୁ ଯେକୌଣସି ଆଡ଼େ ପଠାଇଲେ ଯେବେ ସେମାନେ ଆପଣା ଶତ୍ରୁ ସଙ୍ଗେ ଯୁଦ୍ଧ କରିବାକୁ ବାହାରେ ଯାଇ ତୁମ୍ଭର ମନୋନୀତ ଏହି ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋʼ ନିର୍ମିତ ଏହି ଗୃହ ଆଡ଼େ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବେ, Viz kapitolaଓଡିଆ ବାଇବେଲ44 ତୁମ୍ଭେ ଆପଣା ଲୋକମାନଙ୍କୁ ଯେକୌଣସି ଆଡ଼େ ପଠାଇଲେ ଯେବେ ସେମାନେ ଆପଣା ଶତ୍ରୁ ସଙ୍ଗେ ଯୁଦ୍ଧ କରିବାକୁ ବାହାରେ ଯାଇ ତୁମ୍ଭର ମନୋନୀତ ଏହି ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋ ନିର୍ମିତ ଏହି ଗୃହ ଆଡ଼େ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବେ, Viz kapitolaପବିତ୍ର ବାଇବଲ44 “କେବେ କେବେ ତୁମ୍ଭର ଲୋକ ତୁମ୍ଭର ଆଦେଶରେ ଶତ୍ରୁ ବିପକ୍ଷରେ ଯୁଦ୍ଧ କରିବାକୁ ଗଲାବେଳେ ତୁମ୍ଭର ଏହି ମନୋନୀତ ସ୍ଥାନରେ ତୁମ୍ଭ ସମ୍ମାନାର୍ଥେ ମୋ’ ଦ୍ୱାରା ନିର୍ମିତ ମନ୍ଦିରରେ ପ୍ରାର୍ଥନା କରିବେ। Viz kapitola |