Online Bible

- Reklamy -




1 ରାଜାବଳୀ 8:53 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 କାରଣ, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସରରୁ ବାହାର କରି ଆଣିବା ସମୟରେ ଆପଣା ଦାସ ମୋଶାଙ୍କ ହସ୍ତରେ ଯେପରି କହିଥିଲ, ତଦନୁସାରେ ତୁମ୍ଭେ ସେମାନଙ୍କୁ ଆପଣା ଅଧିକାର ଦେବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ମଧ୍ୟରୁ ପୃଥକ କରିଅଛ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

53 କାରଣ ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସରରୁ ବାହାର କରି ଆଣିବା ସମୟରେ ଆପଣା ଦାସ ମୋଶାଙ୍କ ହସ୍ତରେ ଯେପରି କହିଥିଲ, ତଦନୁସାରେ ତୁମ୍ଭେ ସେମାନଙ୍କୁ ଆପଣା ଅଧିକାର ଦେବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ମଧ୍ୟରୁ ପୃଥକ୍ କରିଅଛ।

Viz kapitola kopírovat

ଓଡିଆ ବାଇବେଲ

53 କାରଣ, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସରରୁ ବାହାର କରି ଆଣିବା ସମୟରେ ଆପଣା ଦାସ ମୋଶାଙ୍କ ହସ୍ତରେ ଯେପରି କହିଥିଲ, ତଦନୁସାରେ ତୁମ୍ଭେ ସେମାନଙ୍କୁ ଆପଣା ଅଧିକାର ଦେବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ମଧ୍ୟରୁ ପୃଥକ୍‍ କରିଅଛ।”

Viz kapitola kopírovat

ପବିତ୍ର ବାଇବଲ

53 କାରଣ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିଶରରୁ ବାହାର କରି ଆଣିବା ସମୟରେ ଆପଣା ଦାସ ମୋଶାଙ୍କୁ କହିଥିଲ ଯେ, ଏହି ଲୋକମାନେ ତୁମ୍ଭର ବିଶେଷ ଲୋକ ବୋଲି ତୁମ୍ଭେ ଅନ୍ୟ ସମସ୍ତ ଦେଶଠାରୁ ପୃଥକ କରିଅଛ।”

Viz kapitola kopírovat




1 ରାଜାବଳୀ 8:53

Následuj nás:

Reklamy


Reklamy