1 ରାଜାବଳୀ 8:56 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT56 “ଯେଉଁ ସଦାପ୍ରଭୁ ଆପଣାର ସକଳ ପ୍ରତିଜ୍ଞାନୁସାରେ ନିଜ ଲୋକ ଇସ୍ରାଏଲକୁ ବିଶ୍ରାମ ଦେଇଅଛନ୍ତି, ସେ ଧନ୍ୟ ହେଉନ୍ତୁ; ସେ ଆପଣା ଦାସ ମୋଶାଙ୍କ ହସ୍ତରେ ଯେ ଯେ ପ୍ରତିଜ୍ଞା କରିଥିଲେ, ସେହି ସକଳ ଉତ୍ତମ ପ୍ରତିଜ୍ଞାର ଏକ କଥା ହିଁ ବିଫଳ ହୋଇ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)56 ଯେଉଁ ସଦାପ୍ରଭୁ ଆପଣାର ସକଳ ପ୍ରତିଜ୍ଞାନୁସାରେ ନିଜ ଲୋକ ଇସ୍ରାଏଲକୁ ବିଶ୍ରାମ ଦେଇଅଛନ୍ତି, ସେ ଧନ୍ୟ ହେଉନ୍ତୁ; ସେ ଆପଣା ଦାସ ମୋଶାଙ୍କ ହସ୍ତରେ ଯେ ଯେ ପ୍ରତିଜ୍ଞା କରିଥିଲେ, ସେହି ସକଳ ଉତ୍ତମ ପ୍ରତିଜ୍ଞାର ଏକ କଥା ହିଁ ବିଫଳ ହୋଇ ନାହିଁ। Viz kapitolaଓଡିଆ ବାଇବେଲ56 “ଯେଉଁ ସଦାପ୍ରଭୁ ଆପଣାର ସକଳ ପ୍ରତିଜ୍ଞାନୁସାରେ ନିଜ ଲୋକ ଇସ୍ରାଏଲକୁ ବିଶ୍ରାମ ଦେଇଅଛନ୍ତି, ସେ ଧନ୍ୟ ହେଉନ୍ତୁ; ସେ ଆପଣା ଦାସ ମୋଶାଙ୍କ ହସ୍ତରେ ଯେ ଯେ ପ୍ରତିଜ୍ଞା କରିଥିଲେ, ସେହି ସକଳ ଉତ୍ତମ ପ୍ରତିଜ୍ଞାର ଏକ କଥା ହିଁ ବିଫଳ ହୋଇ ନାହିଁ। Viz kapitolaପବିତ୍ର ବାଇବଲ56 “ସଦାପ୍ରଭୁ ଯିଏ ଆପଣାର ପ୍ରତିଜ୍ଞାନୁସାରେ ଇସ୍ରାଏଲକୁ ସମସ୍ତ ଲୋକମାନଙ୍କୁ ବିଶ୍ରାମ ଦେଇଅଛନ୍ତି, ସେ ପ୍ରଶଂସିତ ହୁଅନ୍ତୁ; ସେ ମୋଶାଙ୍କୁ ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ସମସ୍ତ ଉତ୍ତମ ପ୍ରତିଜ୍ଞାଗୁଡ଼ିକର ଗୋଟିଏ ହେଲେ ବିଫଳ ହୋଇ ନାହିଁ। Viz kapitola |