Online Bible

- Reklamy -




1 ରାଜାବଳୀ 8:65 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

65 ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍‍ର ପ୍ରବେଶ ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ଆଉ ସାତ ଦିନ, ଏପରି ଚଉଦ ଦିନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ସବ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

65 ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍ର ପ୍ରବେଶ-ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ଆଉ ସାତ ଦିନ, ଏପରି ଚଉଦ ଦିନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ସମ୍ମୁଖରେ ଉତ୍ସବ କଲେ।

Viz kapitola kopírovat

ଓଡିଆ ବାଇବେଲ

65 ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍‍ର ପ୍ରବେଶ-ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ଆଉ ସାତ ଦିନ, ଏପରି ଚଉଦ ଦିନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ସବ କଲେ।

Viz kapitola kopírovat

ପବିତ୍ର ବାଇବଲ

65 ସେ ସମୟରେ ଶଲୋମନ ଓ ତାଙ୍କ ସହିତ ସମଗ୍ର ଇସ୍ରାଏଲ ଏକ ବିରାଟ ସମାଜ ଦୂର ଦୂରାନ୍ତର ହମାତର ଲୋକମାନେ ଉତ୍ତର ଦିଗ ମଧ୍ୟଦେଇ ଦକ୍ଷିଣରେ ମିଶରର ସୀମା ପର୍ଯ୍ୟନ୍ତ ଗଲେ। ସଦାପ୍ରଭୁଙ୍କ ସମ୍ମୁଖରେ ଏହି ପର୍ବ ଚଉଦ ଦିନ ଯାଏ ପାଳନ କଲେ।

Viz kapitola kopírovat




1 ରାଜାବଳୀ 8:65

Následuj nás:

Reklamy


Reklamy