1 ରାଜାବଳୀ 8:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ସେହି ସାଙ୍ଗୀ ଏତେ ଦୀର୍ଘ ଥିଲା ଯେ, ତହିଁର ଅଗ୍ରଭାଗ ମହାପବିତ୍ର ସ୍ଥାନ ସମ୍ମୁଖସ୍ଥ ପବିତ୍ର ସ୍ଥାନରୁ ଦେଖାଗଲା; ମାତ୍ର ବାହାରେ ଦେଖାଗଲା ନାହିଁ। ଆଜି ପର୍ଯ୍ୟନ୍ତ ତାହା ସେଠାରେ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆଉ ସେହି ସାଙ୍ଗୀ ଏତେ ଦୀର୍ଘ ଥିଲା ଯେ, ତହିଁର ଅଗ୍ରଭାଗ ଗର୍ଭାଗାର ସମ୍ମୁଖସ୍ଥ ପବିତ୍ର ସ୍ଥାନରୁ ଦେଖାଗଲା; ମାତ୍ର ବାହାରେ ଦେଖାଗଲା ନାହିଁ। ଆଜି ପର୍ଯ୍ୟନ୍ତ ତାହା ସେଠାରେ ଅଛି। Viz kapitolaଓଡିଆ ବାଇବେଲ8 ଆଉ ସେହି ସାଙ୍ଗୀ ଏତେ ଦୀର୍ଘ ଥିଲା ଯେ, ତହିଁର ଅଗ୍ରଭାଗ ମହା ପବିତ୍ର ସ୍ଥାନ ସମ୍ମୁଖସ୍ଥ ପବିତ୍ର ସ୍ଥାନରୁ ଦେଖାଗଲା; ମାତ୍ର ବାହାରେ ଦେଖାଗଲା ନାହିଁ। ଆଜି ପର୍ଯ୍ୟନ୍ତ ତାହା ସେଠାରେ ଅଛି। Viz kapitolaପବିତ୍ର ବାଇବଲ8 ଆଉ ସେହି ସାଙ୍ଗୀ ଏତେ ଦୀର୍ଘ ଥିଲା ଯେ ତାହାର ଅଗ୍ରଭାଗ ମହାପବିତ୍ର ସ୍ଥାନ ସମ୍ମୁଖରେ ଥିବା ପବିତ୍ର ସ୍ଥାନରୁ ଦେଖା ଯାଉଥିଲା, ମାତ୍ର ବାହାରୁ ଦେଖା ଯାଉ ନ ଥିଲା। ସେହି ସ୍ତମ୍ଭ ଆଜି ପର୍ଯ୍ୟନ୍ତ ସେଠାରେ ଅଛି। Viz kapitola |