1 ରାଜାବଳୀ 9:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ ଶଲୋମନଙ୍କର ଯେ ଯେ ଭଣ୍ଡାର ନଗର ଥିଲା, ତାହାସବୁ ଓ ରଥ ପାଇଁ ନଗର ଓ ଅଶ୍ୱାରୋହୀମାନଙ୍କ ପାଇଁ ନଗର, ପୁଣି, ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ସନ୍ତୁଷ୍ଟ ହେଲେ, ତାହାସବୁ ନିର୍ମାଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଆଉ ଶଲୋମନଙ୍କର ଯେ ଯେ ଭଣ୍ତାର-ନଗର ଥିଲା, ତାହାସବୁ ଓ ରଥ ପାଇଁ ନଗର ଓ ଅଶ୍ଵାରୋହୀ-ମାନଙ୍କ ପାଇଁ ନଗର, ପୁଣି ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ସନ୍ତୁଷ୍ଟ ହେଲେ, ତାହାସବୁ ନିର୍ମାଣ କଲେ। Viz kapitolaଓଡିଆ ବାଇବେଲ19 ଆଉ ଶଲୋମନଙ୍କର ଯେ ଯେ ଭଣ୍ଡାର-ନଗର ଥିଲା, ତାହାସବୁ ଓ ରଥ ପାଇଁ ନଗର ଓ ଅଶ୍ୱାରୋହୀମାନଙ୍କ ପାଇଁ ନଗର, ପୁଣି, ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ସନ୍ତୁଷ୍ଟ ହେଲେ, ତାହାସବୁ ନିର୍ମାଣ କଲେ। Viz kapitolaପବିତ୍ର ବାଇବଲ19 ରାଜା ଶଲୋମନ ଶସ୍ୟ ଓ ଜିନିଷ ଗଚ୍ଛିତ ରଖିବା ପାଇଁ ଭଣ୍ତାର ନଗର, ରଥପାଇଁ ନଗର ଓ ଅଶ୍ୱାରୋହୀମାନଙ୍କର ସୁରକ୍ଷା ନିମନ୍ତେ ନଗର ନିର୍ମାଣ କଲେ। ଯିରୁଶାଲମରେ, ଲିବାନୋନ୍ରେ ଓ ତାଙ୍କ ଶାସନାଧୀନ ଦେଶ ବ୍ୟତୀତ ସେ ଯାହା ଇଚ୍ଛା କଲେ, ତାହା ନିର୍ମାଣ କଲେ। Viz kapitola |