1 ରାଜାବଳୀ 9:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ ଆମ୍ଭେ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛୁ, ତଦନୁସାରେ କର୍ମ କରିବା ପାଇଁ ଯଦି ତୁମ୍ଭେ ଆପଣା ପିତା ଦାଉଦ ପରି ଏକାନ୍ତ ଚିତ୍ତରେ ଓ ସରଳ ଭାବରେ ଆମ୍ଭ ସାକ୍ଷାତରେ ଚାଲିବ, ପୁଣି, ଆମ୍ଭ ବିଧି ଓ ଶାସନ ପାଳନ କରିବ; Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆଉ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଇଅଛୁ, ତଦନୁସାରେ କର୍ମ କରିବା ପାଇଁ ଯେବେ ତୁମ୍ଭେ ଆପଣା ପିତା ଦାଉଦ ପରି ଏକା; ଚିତ୍ତରେ ଓ ସରଳ ଭାବରେ ଆମ୍ଭ ସାକ୍ଷାତରେ ଚାଲିବ, ପୁଣି ଆମ୍ଭ ବିଧି ଓ ଶାସନ ପାଳନ କରିବ; Viz kapitolaଓଡିଆ ବାଇବେଲ4 ଆଉ ଆମ୍ଭେ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛୁ, ତଦନୁସାରେ କର୍ମ କରିବା ପାଇଁ ଯଦି ତୁମ୍ଭେ ଆପଣା ପିତା ଦାଉଦ ପରି ଏକାନ୍ତ ଚିତ୍ତରେ ଓ ସରଳ ଭାବରେ ଆମ୍ଭ ସାକ୍ଷାତରେ ଚାଲିବ, ପୁଣି, ଆମ୍ଭ ବିଧି ଓ ଶାସନ ପାଳନ କରିବ; Viz kapitolaପବିତ୍ର ବାଇବଲ4 ତୁମ୍ଭେ ତୁମ୍ଭ ପିତା ଦାଉଦଙ୍କ ପରି ମନପ୍ରାଣ ଦେଇ ଭକ୍ତି ଓ ସାଧୁତାର ସହିତ ଆମ୍ଭର ସେବା କରିବ। ଯଦି ତୁମ୍ଭେ ସେହି ପରି କର ଏବଂ ଆମ୍ଭର ନିୟମ ଓ ଆମ୍ଭେ ଦେଉଥିବା ସମସ୍ତ ନିର୍ଦ୍ଦେଶ ମାନ। Viz kapitola |