Online Bible

- Reklamy -




1 ରାଜାବଳୀ 9:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହିଁରେ ଲୋକମାନେ ଉତ୍ତର କରିବେ, ‘ସଦାପ୍ରଭୁ ସେମାନଙ୍କ ପରମେଶ୍ୱର, ଯେ ସେମାନଙ୍କ ପିତୃଗଣକୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କୁ ସେମାନେ ତ୍ୟାଗ କଲେ ଓ ଅନ୍ୟ ଦେବଗଣର ଆଶ୍ରୟ ନେଇ ସେମାନଙ୍କୁ ପ୍ରଣାମ ଓ ସେବା କଲେ; ଏହି ହେତୁ ସଦାପ୍ରଭୁ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ଘଟାଇଅଛନ୍ତି।’”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ତହିଁରେ ଲୋକମାନେ ଉତ୍ତର କରିବେ, ସଦାପ୍ରଭୁ ସେମାନଙ୍କ ପରମେଶ୍ଵର, ଯେ ସେମାନଙ୍କ ପିତୃଗଣକୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କୁ ସେମାନେ ତ୍ୟାଗ କଲେ ଓ ଅନ୍ୟ ଦେବଗଣର ଆଶ୍ରୟ ନେଇ ସେମାନଙ୍କୁ ପ୍ରଣାମ ଓ ସେବା କଲେ; ଏହି ହେତୁ ସଦାପ୍ରଭୁ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ଘଟାଇଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

9 ତହିଁରେ ଲୋକମାନେ ଉତ୍ତର କରିବେ, ସଦାପ୍ରଭୁ ସେମାନଙ୍କ ପରମେଶ୍ୱର, ଯେ ସେମାନଙ୍କ ପିତୃଗଣକୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କୁ ସେମାନେ ତ୍ୟାଗ କଲେ ଓ ଅନ୍ୟ ଦେବଗଣର ଆଶ୍ରୟ ନେଇ ସେମାନଙ୍କୁ ପ୍ରଣାମ ଓ ସେବା କଲେ; ଏହି ହେତୁ ସଦାପ୍ରଭୁ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ଘଟାଇଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ

9 ତହିଁରେ ଲୋକମାନେ ଉତ୍ତର ଦେଇ ଥାଆନ୍ତେ, ‘ଏହା ଘଟିଲା କାରଣ ସେମାନେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କୁ ପରିତ୍ୟାଗ କଲେ, ଯିଏ କି ସେମାନଙ୍କର ପୂର୍ବପୁରୁଷଗଣଙ୍କୁ ମିଶରରୁ ବାହାର କରି ଆଣିଥିଲେ। ତାହାଙ୍କୁ ସେମାନେ ତ୍ୟାଗ କଲେ ଓ ଅନ୍ୟ ଦେବତାଗଣଙ୍କୁ ଉପାସନା ଓ ପ୍ରଣାମ କଲେ। ଏହି କାରଣ ଯୋଗୁଁ ସଦାପ୍ରଭୁ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ କାର୍ଯ୍ୟ ଘଟାଇଲେ।’”

Viz kapitola kopírovat




1 ରାଜାବଳୀ 9:9

Následuj nás:

Reklamy


Reklamy