୧ ପିତର 1:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ। Viz kapitolaଓଡିଆ ବାଇବେଲ13 ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ । Viz kapitolaପବିତ୍ର ବାଇବଲ (CL) NT (BSI)13 କର୍ମ ସାଧନ କରିବାକୁ ପ୍ରସ୍ତୁତ ହୁଅ। ସଜାଗ ଥାଇ ଯୀଶୁ ଖ୍ରୀଷ୍ଟ ପ୍ରକାଶିତ ହେବା ସମୟରେ ଯେଉଁ ଆଶୀର୍ବାଦ ତୁମ୍ଭମାନଙ୍କୁ ପ୍ରଦତ୍ତ ହେବ, ତାହା ଉପରେ ନିଶ୍ଚିତ ଭରସା ରଖ। Viz kapitolaପବିତ୍ର ବାଇବଲ13 ଆତ୍ମସଂଯମୀ ହୁଅ ଓ ନିଜ ମନକୁ ସେବାକାର୍ଯ୍ୟ ପାଇଁ ପ୍ରସ୍ତୁତ କର। ଯୀଶୁ ଖ୍ରୀଷ୍ଟ ଆସିବା ବେଳେ, ଯେଉଁ ଅନୁଗ୍ରହ ତୁମ୍ଭ ପ୍ରତି ବର୍ତ୍ତିବ, ସେଥିରେ ତୁମ୍ଭର ପୂର୍ଣ୍ଣ ଭରସା ରହିବା ଉଚିତ୍। Viz kapitola |