୧ ପିତର 1:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ, Viz kapitolaପବିତ୍ର ବାଇବଲ (Re-edited) - (BSI)14 ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ, Viz kapitolaଓଡିଆ ବାଇବେଲ14 ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ, Viz kapitolaପବିତ୍ର ବାଇବଲ (CL) NT (BSI)14 ଈଶ୍ୱରଙ୍କ ଆଜ୍ଞାବହ ହୁଅ। ଅଜ୍ଞତାବଶତଃ ପୂର୍ବେ ଯେଉଁ କୁଅଭିଳାଷଗୁଡ଼ିକର ବଶବର୍ତ୍ତୀ ହୋଇଥିଲ, ସେସବୁ ଦ୍ୱାରା ତୁମ ଜୀବନ ଆଉ ନିୟତ୍ରିତ ନ ହେଉ। Viz kapitolaପବିତ୍ର ବାଇବଲ14 ଅତୀତରେ ତୁମ୍ଭେ ଏହି କଥା ବୁଝି ନ ପାରି, ନିଜ ଇଚ୍ଛାରେ ସେହିସବୁ ମନ୍ଦ କାମ କରିଥିଲ କିନ୍ତୁ ଏବେ ତୁମ୍ଭେ ପରମେଶ୍ୱରଙ୍କ ଆଜ୍ଞାକାରୀ ସନ୍ତାନ ଅଟ। ଅତଏବ ଅତୀତର ମନ୍ଦ ଜୀବନଯାପନ କର ନାହିଁ। Viz kapitola |