୧ ପିତର 1:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର; Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ଵୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ସଭୟରେ କ୍ଷେପଣ କର; Viz kapitolaଓଡିଆ ବାଇବେଲ17 ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର; Viz kapitolaପବିତ୍ର ବାଇବଲ (CL) NT (BSI)17 ଈଶ୍ୱର ପ୍ରତ୍ୟେକର କାର୍ଯ୍ୟାକଳାପ ଅନୁସାରେ ନିରପେକ୍ଷ ଭାବରେ ସମସ୍ତଙ୍କର ବିଚାର କରନ୍ତି। ତୁମ୍ଭେମାନେ ତାଙ୍କ ନକଟରେ ପ୍ରାର୍ଥନା କଲାବେଳେ ତାଙ୍କୁ ପିତା ବୋଲି ସମ୍ବୋଧନ କରିଥାଅ। ଅତଏବ, ଏହି ଜଗତରେ ତୁମ୍ଭମାନଙ୍କ ଜୀବନର ଅବଶିଷ୍ଟ ସମୟ ତାଙ୍କୁ ଭୟଭକ୍ତି କରି ଅତିବାହିତ କର। Viz kapitolaପବିତ୍ର ବାଇବଲ17 ତୁମ୍ଭେ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛ ଓ ପିତା ବୋଲି ଡାକୁଛ। ପରମେଶ୍ୱର ପ୍ରତ୍ୟେକ ଲୋକଙ୍କୁ ତାହାର କାର୍ଯ୍ୟ ଅନୁସାରେ ସମାନ ଭାବରେ ବିଗ୍ଭର କରନ୍ତି। ତେଣୁ ତୁମ୍ଭେ ଯେପର୍ଯ୍ୟନ୍ତ ପୃଥିବୀରେ ବଞ୍ଚି ରହିଛ, ତୁମ୍ଭେ ପରମେଶ୍ୱରଙ୍କ ପ୍ରତି ଭୟ ରଖି ବଞ୍ଚିବା ଉଚିତ୍। Viz kapitola |