୧ ପିତର 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ୱାସର ଫଳ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ। ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ଵାସର ଲକ୍ଷ୍ୟ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ। ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ, Viz kapitolaଓଡିଆ ବାଇବେଲ9 ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ୱାସର ଫଳ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ। ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ, Viz kapitolaପବିତ୍ର ବାଇବଲ (CL) NT (BSI)9 ପୁଣି, ସେହି ବିଶ୍ୱାସର ଫଳ ସ୍ୱରୂପ ପରିତ୍ରାଣ ଲାଭ କରିଧିବାରୁ ଏକ ଅପୂର୍ବ ଅପଥନୀୟ ଆନନ୍ଦ ଅନୁଭବ କରୁଛ। Viz kapitolaପବିତ୍ର ବାଇବଲ9 ତୁମ୍ଭ ବିଶ୍ୱାସର ଗୋଟିଏ ଲକ୍ଷ୍ୟ ଅଛି। ତାହା ହେଲା ଆତ୍ମାର ଉଦ୍ଧାର। ତୁମ୍ଭେ ସେହି ଲକ୍ଷ୍ୟ ଅର୍ଥାତ୍ ଉଦ୍ଧାର ପାଉଛ। Viz kapitola |