Online Bible

- Reklamy -




୧ ପିତର 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସର୍ବପ୍ରଧାନ ରାଜା ହେଉନ୍ତୁ କିଅବା ଦୁଷ୍କର୍ମକାରୀମାନଙ୍କୁ ପ୍ରତିଫଳ ଦେବା ନିମନ୍ତେ ଓ ସତ୍କର୍ମକାରୀମାନଙ୍କୁ ପ୍ରଶଂସା କରିବା ନିମନ୍ତେ ତାହାଙ୍କ ଦ୍ୱାରା ପ୍ରେରିତ ଶାସନକର୍ତ୍ତାମାନେ ହେଉନ୍ତୁ, ସେମାନଙ୍କର ବଶୀଭୂତ ହୁଅ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ସର୍ବପ୍ରଧାନ ରାଜା ହେଉନ୍ତୁ କିଅବା ଦୁଷ୍କର୍ମକାରୀ-ମାନଙ୍କୁ ପ୍ରତିଫଳ ଦେବା ନିମନ୍ତେ ଓ ସତ୍କର୍ମକାରୀମାନଙ୍କୁ ପ୍ରଶଂସା କରିବା ନିମନ୍ତେ ତାହାଙ୍କ ଦ୍ଵାରା ପ୍ରେରିତ ଶାସନକର୍ତ୍ତାମାନେ ହେଉନ୍ତୁ, ସେମାନଙ୍କର ବଶୀଭୂତ ହୁଅ।

Viz kapitola kopírovat

ଓଡିଆ ବାଇବେଲ

14 ସର୍ବପ୍ରଧାନ ରାଜା ହେଉନ୍ତୁ କିଅବା ଦୁଷ୍କର୍ମକାରୀମାନଙ୍କୁ ପ୍ରତିଫଳ ଦେବା ନିମନ୍ତେ ଓ ସତ୍କର୍ମକାରୀମାନଙ୍କୁ ପ୍ରଶଂସା କରିବା ନିମନ୍ତେ ତାହାଙ୍କ ଦ୍ୱାରା ପ୍ରେରିତ ଶାସନକର୍ତ୍ତାମାନେ ହେଉନ୍ତୁ, ସେମାନଙ୍କର ବଶୀଭୂତ ହୁଅ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

14 ଦେଶର ସର୍ବୋଚ୍ଚ ଶାସକ ସମ୍ରାଟଙ୍କୁ ଏବଂ ଅନ୍ୟାନ୍ୟ ଶାସନକର୍ତ୍ତାମାନଙ୍କୁ ମାନ୍ୟ କର। ଶାସନକର୍ତ୍ତାମାନେ ଅପରାଧୀମାନଙ୍କୁ ଶାସ୍ତି ଦେବା ପାଇଁ ଓ ସତ୍କର୍ମ କରୁଥିବା ଲୋକମାନଙ୍କୁ ପ୍ରଶଂସା କରିବା ପାଇଁ ସମ୍ରାଟଙ୍କ ପ୍ରଶଂସା କରିବା ପାଇଁ ସମ୍ରାଟଙ୍କ ଦ୍ୱାରା ନିଯୁକ୍ତ।

Viz kapitola kopírovat

ପବିତ୍ର ବାଇବଲ

14 ରାଜାଙ୍କ ଦ୍ୱାରା ପ୍ରେରିତ ନେତାମାନଙ୍କର ଆଜ୍ଞା ପାଳନ କର। ମନ୍ଦ କାମ କରୁଥିବା ଲୋକଙ୍କୁ ଦଣ୍ଡ ଦେବା ଓ ଭଲ କାମ କରୁଥିବା ଲୋକଙ୍କୁ ପ୍ରଶଂସା କରିବା ଲାଗି ସେମାନଙ୍କୁ ପଠାଯାଇଥାଏ।

Viz kapitola kopírovat




୧ ପିତର 2:14

Následuj nás:

Reklamy


Reklamy