୧ ପିତର 2:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେ ନିନ୍ଦା ପାଇବା ବଦଳରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ ସହ୍ୟ କରିବା ବଦଳରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତା ଈଶ୍ବରଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେ ନିନ୍ଦା ପାଇବା ସମୟରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ କରିବା ସମୟରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ; Viz kapitolaଓଡିଆ ବାଇବେଲ23 ସେ ନିନ୍ଦା ପାଇବା ସମୟରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ କରିବା ସମୟରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ; Viz kapitolaପବିତ୍ର ବାଇବଲ (CL) NT (BSI)23 ସେ ଦୁଃଖ ଭୋଗ କରିବା ସମୟରେ ପ୍ରତିଶୋଧ ନେବାକୁ ଭୟ ଦେଖାଇ ନ ଥିଲେ; କେବଳ ନ୍ୟାୟ ବିଚାରକର୍ତ୍ତା ଈଶ୍ୱରଙ୍କ ଉପରେ ପୂର୍ଣ୍ଣ ଭରସା ରଖିଥଲେ। Viz kapitolaପବିତ୍ର ବାଇବଲ23 ଲୋକେ ଖ୍ରୀଷ୍ଟଙ୍କୁ ମନ୍ଦ କଥା କହିଲେ, କିନ୍ତୁ ଯୀଶୁ ସେମାନଙ୍କୁ ମନ୍ଦ କଥା କହି ନାହାନ୍ତି। ଯୀଶୁ ଯାତନା ସହିଲେ, କିନ୍ତୁ ସେ ଲୋକଙ୍କୁ ଧମକ ଦେଇ କିଛି କହି ନ ଥିଲେ। ଯୀଶୁ ତାହାଙ୍କ ଯତ୍ନ ନେବା ପାଇଁ ପରମେଶ୍ୱରଙ୍କଠାରେ ନିର୍ଭରଶୀଳ ହେଲେ। Viz kapitola |