୧ ପିତର 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ନବଜାତ ଶିଶୁତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ୱାରା ପରିତ୍ରାଣାର୍ଥେ ବୃଦ୍ଧି ପାଇପାର। Viz kapitolaପବିତ୍ର ବାଇବଲ (Re-edited) - (BSI)3 ନବଜାତ ଶିଶୁ ତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ଦ୍ଵାରା ପରିତ୍ରାଣାର୍ଥେ ବୃଦ୍ଧି ପାଇ ପାର। Viz kapitolaଓଡିଆ ବାଇବେଲ3 ନବଜାତ ଶିଶୁତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ୱାରା ପରିତ୍ରାଣାର୍ଥେ ବୃଦ୍ଧି ପାଇ ପାର । Viz kapitolaପବିତ୍ର ବାଇବଲ (CL) NT (BSI)3 ଶାସ୍ତ୍ରରେ ଲେଖାଅଛି: “ଈଶ୍ୱର ଯେ କିପରି କୃପାବାନ, ତାହା ତୁମେ ନିଜ ଅନୁଭୂତିରୁ ଜାଣିଛ।” Viz kapitolaପବିତ୍ର ବାଇବଲ3 ପ୍ରଭୁଙ୍କର ଉତ୍ତମତାର ସ୍ୱାଦ ତୁମ୍ଭେ ଗ୍ଭଖି ସାରିଛ। Viz kapitola |