୧ ପିତର 3:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ବର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ। ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)20 ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ଵର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ। ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ; Viz kapitolaଓଡିଆ ବାଇବେଲ20 ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ୱର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ। ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ; Viz kapitolaପବିତ୍ର ବାଇବଲ (CL) NT (BSI)20 ନୋହ ଜାହାଜ ନିର୍ମାଣ କରିବା ସମୟରେ ଈଶ୍ୱର ଧୈର୍ଯ୍ୟର ସହିତ ଅପେକ୍ଷା କରୁଥିଲେ। ସେତେବେଳେ ଦେଉଁ ଲୋକମାନେ ଈଶ୍ୱରଙ୍କର ଅବୋଧ୍ୟ ହେଲେ, ଉପରୋକ୍ତ ଆତ୍ମାଗଣ ସେହିମାନଙ୍କର। ଯେଉଁ ଅଳ୍ପ କେତେ ଜଣ ସର୍ବମୋଟ ଆଠ ଜଣ ମାତ୍ର- ଜଳପ୍ଳାବନରୁ ରକ୍ଷା ପାଇଲେ, Viz kapitolaପବିତ୍ର ବାଇବଲ20 ବହୁ ପୂର୍ବରୁ ନୋହଙ୍କ ସମୟରେ ଏହି ଆତ୍ମାଗୁଡ଼ିକ ପରମେଶ୍ୱରଙ୍କ ଅବାଧ୍ୟ ହୋଇଥିଲେ। ନୋହ ତାହାଙ୍କ ଜାହାଜ ତିଆରି କଲା ପର୍ଯ୍ୟନ୍ତ ପରମେଶ୍ୱର ଧୈର୍ଯ୍ୟ ସହିତ ଅପେକ୍ଷା କରୁଥିଲେ। ସେହି ଜାହାଜରେ ଅଳ୍ପ କେତେ ଜଣ, ମାତ୍ର ଆଠ ଜଣ ଜଳରୁ ରକ୍ଷା ପାଇ ପାରିଲେ। Viz kapitola |