୧ ପିତର 3:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ବରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି; Viz kapitolaପବିତ୍ର ବାଇବଲ (Re-edited) - (BSI)21 ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ଵରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ଵାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି; Viz kapitolaଓଡିଆ ବାଇବେଲ21 ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ୱରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି; Viz kapitolaପବିତ୍ର ବାଇବଲ (CL) NT (BSI)21 ସେମାନେ ତୁମ୍ଭମାନଙ୍କ ପରିତ୍ରାଣ ସାଧନ କରୁଥିବା ଜଳଦୀକ୍ଷାର ପ୍ରତୀକ। ଏହି ଜଳଦୀକ୍ଷା ତୁମ ଦେହର ମଳିନତା ଦୂର କରେ ନାହିଁ- ତାହା ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ତୁମ ବିବେକକୁ ଶୁଚି କରିବା ପାଇଁ ଈଶ୍ୱରଙ୍କ ନିକଟେରେ ଆବେଦନ। Viz kapitolaପବିତ୍ର ବାଇବଲ21 ସେହି ଜଳ ବାପ୍ତିସ୍ମ ସଦୃଶ ତୁମ୍ଭକୁ ଏବେ ରକ୍ଷା କରୁଛି। ଶରୀରର ମଇଳା ସଫା କରିବା ବାପ୍ତିସ୍ମ ନୁହେଁ। ମାତ୍ର ବାପ୍ତିସ୍ମ ହେଉଛି, ପରମେଶ୍ୱରଙ୍କୁ ଏକ ହୃଦୟ ମାଗିବା। ଯୀଶୁ ମୃତ୍ୟୁରୁ ଜୀବିତ ହୋଇଥିବାରୁ ଏହା ତୁମ୍ଭକୁ ରକ୍ଷା କରୁଛି। Viz kapitola |