୧ ପିତର 4:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି, Viz kapitolaପବିତ୍ର ବାଇବଲ (Re-edited) - (BSI)1 ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣା- ମାନଙ୍କୁ ସୁସଜ୍ଜିତ କର (କାରଣ ଯେ ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି), Viz kapitolaଓଡିଆ ବାଇବେଲ1 ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, (କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି), Viz kapitolaପବିତ୍ର ବାଇବଲ (CL) NT (BSI)1 ଖ୍ରୀଷ୍ଟ ଶାରୀରିକ କ୍ଳେଶଭୋଗ କରିଥିବାରୁ, ତୁମ୍ଭେମାନେ ମଧ୍ୟ ତାଙ୍କ ପରି ମନୋଭାବାପନ୍ନ ହୋଇ ନିଶ୍ଚିତ ହୁଅ ଯେ ଯେଉଁ ବ୍ୟକ୍ତି ଶାରୀରିକ ଯନ୍ତ୍ରଣା ସହ୍ୟ କରେ, ୌ ଆଉ ପାପରେ ଲିପ୍ତ ହୋଇ ରହେ ନାହିଁ। Viz kapitolaପବିତ୍ର ବାଇବଲ1 ଖ୍ରୀଷ୍ଟ ନିଜ ଶରୀରରେ ଥିଲାବେଳେ ଯାତନା ପାଇଲେ। ଅତଏବ ତାହାଙ୍କର ଯେଭଳି ଚିନ୍ତାଧାରା ଥିଲା, ତାହା ଦ୍ୱାରା ତୁମ୍ଭେ ଆପଣାକୁ ଶକ୍ତିଯୁକ୍ତ କର। ଯେଉଁ ଲୋକ ନିଜ ଶରୀରରେ ଯାତନ ଭୋଗ କଲା; ସେ ପାପରୁ ନିବୃତ୍ତ ହୋଇଛି। Viz kapitola |