୧ ପିତର 5:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅମ୍ଳାନ ମୁକୁଟ ପାଇବ। Viz kapitolaଓଡିଆ ବାଇବେଲ4 ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ । Viz kapitolaପବିତ୍ର ବାଇବଲ (CL) NT (BSI)4 ଯେତେବେଳେ “ପ୍ରଧାନ ମେଷପାଳକ” ଆଗମନ କରିବେ, ତୁମ୍ଭେମାନେ ଗୌରବର ମୁକୁଟ ପାଇବ। ତା’ର ଜ୍ୟୋତି କେବେ ମ୍ଳାନ ହେବ ନାର୍ହି। Viz kapitolaପବିତ୍ର ବାଇବଲ4 ଯେତେବେଳେ ମୁଖ୍ୟ ମେଷପାଳକ ଆସିବେ, ସେତେବେଳେ ତୁମ୍ଭେ ମୁକୁଟ ପାଇବ। ସେହି ମୁକୁଟଟି ଅତ୍ୟନ୍ତ ଗୌରବମୟ ହୋଇଥିବ ଓ ଏହା କେବେ ହେଲେ ନିଜର ସୌନ୍ଦର୍ଯ୍ୟ ହରାଇବ ନାହିଁ। Viz kapitola |