୧ ପିତର 5:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)9 ବିଶ୍ଵାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହିପ୍ରକାର ଦୁଃଖଭୋଗ ଘଟୁଅଛି। Viz kapitolaଓଡିଆ ବାଇବେଲ9 ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)9 ତୁମ୍ଭେମାନେ ବିଶ୍ୱାସରେ ଅଟଳ ରହି, ତା’ର ପ୍ରତିରୋଧ କର। ତୁମ୍ଭେମାନେ ଜାଣିଛ, ଏହି ଜଗତରେ ତୁମ ବିଶ୍ୱାସୀ ଭାଇମାନେ ଏହିପରି କ୍ଳେଶଭୋଗ ଭିତରେ ଗତି କରୁଛନ୍ତି। Viz kapitolaପବିତ୍ର ବାଇବଲ9 ଶୟତାନର ଅନୁସରଣ କର ନାହିଁ। ନିଜ ବିଶ୍ୱାସରେ ଦୃଢ଼ ହୋଇ ରୁହ। ସମଗ୍ର ବିଶ୍ୱରେ ସର୍ବତ୍ର ତୁମ୍ଭ ଭାଇ ଓ ଭଉଣୀମାନେ ସମାନ ଭାବରେ ତୁମ୍ଭ ଭଳି ଯାତନା ପାଉଛନ୍ତି, ଏ କଥା ତୁମ୍ଭେ ଜାଣ। Viz kapitola |