1 ଶାମୁୟେଲ 1:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ସେ ଏକ ମାନତ ମନାସି କହିଲା; “ହେ ସୈନ୍ୟାଧିପତି ସଦାପ୍ରଭୋ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି ସେ ଏକ ମାନତ ମନାସି କହିଲା; ହେ ସୈନ୍ୟାଧିପତି ସଦାପ୍ରଭୋ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତା; ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକି ପାସୋରିବ ନାହିଁ, ମାତ୍ର ଆପଣା ଦାସୀକି ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ। Viz kapitolaଓଡିଆ ବାଇବେଲ11 ପୁଣି, ସେ ଏକ ମାନତ ମନାଶି କହିଲା; ହେ ସୈନ୍ୟାଧିପତି ସଦାପ୍ରଭୁ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ। Viz kapitolaପବିତ୍ର ବାଇବଲ11 ସେ ଏହା କହି ପରମେଶ୍ୱରଙ୍କ ନିକଟରେ ପ୍ରତିଜ୍ଞା କଲା, “ସର୍ବଶକ୍ତିମାନ ସଦାପ୍ରଭୁ ଯଦି ତୁମ୍ଭେ ଦେଖୁଥାଅ ମୁଁ କେତେ ଦୁଃଖୀ, ଯଦି ତୁମ୍ଭେ ତୁମ୍ଭର ଦାସୀକୁ ମନେ ରଖିଥାଅ, ତେବେ ମୋତେ ଏକ ପୁତ୍ର ଦିଅ। ତା'ହେଲେ ମୁଁ ସେହି ପୁତ୍ରଟିକୁ ତୁମ୍ଭଠାରେ ଉତ୍ସର୍ଗ କରିବି। ସେ ତା'ର ଜୀବନସାରା ତୁମ୍ଭର ସେବା କରିବ। ସେ ଦ୍ରାକ୍ଷାରସ ଏବଂ ସୁରା ନାସରୀୟ ତୁଲ୍ୟ ପିଇବ ନାହିଁ ଏବଂ ତା'ର ବାଳ କାଟିବା ପାଇଁ କୌଣସି କ୍ଷୁର ତା'ର ମୁଣ୍ଡରେ ସ୍ପର୍ଶ କରିବ ନାହିଁ।” Viz kapitola |