1 ଶାମୁୟେଲ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିରେ ହାନ୍ନା ଉତ୍ତର ଦେଇ କହିଲା, “ନା, ମୋହର ପ୍ରଭୋ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏଥିରେ ହାନ୍ନା ଉତ୍ତର ଦେଇ କହିଲା, ନା, ମୋହର ପ୍ରଭୋ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି। Viz kapitolaଓଡିଆ ବାଇବେଲ15 ଏଥିରେ ହାନ୍ନା ଉତ୍ତର ଦେଇ କହିଲା, ନା, ମୋହର ପ୍ରଭୁ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି। Viz kapitolaପବିତ୍ର ବାଇବଲ15 ହାନ୍ନା ଉତ୍ତର ଦେଲା, “ନା, ମୋର ମହାଶୟ, ମୁଁ ଜଣେ ଦୁଃଖିନୀ ସ୍ତ୍ରୀ, ମୁଁ ଦ୍ରାକ୍ଷାରସ କି ମଦ୍ୟପାନ କରି ନାହିଁ। ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ଆପଣାର ପ୍ରାଣ ବେଦନା ଢାଳୁଥିଲି। Viz kapitola |