1 ଶାମୁୟେଲ 10:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହିଁରେ ଶାଉଲ ଆପଣା ପିତୃବ୍ୟଙ୍କୁ କହିଲେ, “ଗଧସବୁ ମିଳିଲେ ବୋଲି ସେ ଆମ୍ଭମାନଙ୍କୁ ସ୍ପଷ୍ଟରୂପେ କହିଲେ।” ମାତ୍ର ରାଜତ୍ଵର ଯେଉଁ କଥା ଶାମୁୟେଲ କହିଥିଲେ, ତାହା ସେ ତାଙ୍କୁ ଜଣାଇଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହିଁରେ ଶାଉଲ ଆପଣା ପିତୃବ୍ୟଙ୍କୁ କହିଲେ, ଗଧସବୁ ମିଳିଲେ ବୋଲି ସେ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ କହିଲେ। ମାତ୍ର ରାଜତ୍ଵର ଯେଉଁ କଥା ଶାମୁୟେଲ କହିଥିଲେ, ତାହା ସେ ତାଙ୍କୁ ଜଣାଇଲେ ନାହିଁ। Viz kapitolaଓଡିଆ ବାଇବେଲ16 ତହିଁରେ ଶାଉଲ ଆପଣା ପିତୃବ୍ୟଙ୍କୁ କହିଲେ, ଗଧସବୁ ମିଳିଲେ ବୋଲି ସେ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ କହିଲେ। ମାତ୍ର ରାଜତ୍ୱର ଯେଉଁ କଥା ଶାମୁୟେଲ କହିଥିଲେ, ତାହା ସେ ତାଙ୍କୁ ଜଣାଇଲେ ନାହିଁ। Viz kapitolaପବିତ୍ର ବାଇବଲ16 ଶାଉଲ ଉତ୍ତରରେ କହିଲେ, “ସେ କହିଲେ ଯେ, ଗଧମାନେ ମିଳି ଗଲେଣି।” କିନ୍ତୁ ଶାଉଲ ତା'ର କକାକୁ ଶାମୁୟେଲ ଦ୍ୱାରା କୁହାଯାଇଥିବା ରାଜତ୍ୱ ବିଷୟରେ କହିଲେ ନାହିଁ। Viz kapitola |