1 ଶାମୁୟେଲ 10:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏନିମନ୍ତେ ସେମାନେ ପୁନର୍ବାର ସଦାପ୍ରଭୁଙ୍କୁ ପଚାରିଲେ, “କି ଆଉ କୌଣସି ଲୋକ ଏଠାକୁ ଆସିବାର ଅଛି?” ତହିଁରେ ସଦାପ୍ରଭୁ ଉତ୍ତର କଲେ, “ଦେଖ, ସେ ସାମଗ୍ରୀ ମଧ୍ୟରେ ଆପଣାକୁ ଲୁଚାଇଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ଏନିମନ୍ତେ ସେମାନେ ପୁନର୍ବାର ସଦାପ୍ରଭୁଙ୍କୁ ପଚାରିଲେ, କି ଆଉ କୌଣସି ଲୋକ ଏଠାକୁ ଆସିବାର ଅଛି? ତହିଁରେ ସଦାପ୍ରଭୁ ଉତ୍ତର କଲେ, ଦେଖ, ସେ ସାମଗ୍ରୀ ମଧ୍ୟରେ ଆପଣାକୁ ଲୁଚାଇଅଛି। Viz kapitolaଓଡିଆ ବାଇବେଲ22 ଏନିମନ୍ତେ ସେମାନେ ପୁନର୍ବାର ସଦାପ୍ରଭୁଙ୍କୁ ପଚାରିଲେ, କି ଆଉ କୌଣସି ଲୋକ ଏଠାକୁ ଆସିବାର ଅଛି ? ତହିଁରେ ସଦାପ୍ରଭୁ ଉତ୍ତର କଲେ, ଦେଖ, ସେ ସାମଗ୍ରୀ ମଧ୍ୟରେ ଆପଣାକୁ ଲୁଚାଇଅଛି। Viz kapitolaପବିତ୍ର ବାଇବଲ22 ତା'ପରେ ଲୋକମାନେ ସଦାପ୍ରଭୁଙ୍କୁ ପଗ୍ଭରିଲେ, “ଏପର୍ଯ୍ୟନ୍ତ ଶାଉଲ ଏଠାକୁ ଆସିଛନ୍ତି କି?” ସଦାପ୍ରଭୁ କହିଲେ, “ସେ ଏଠାରେ ଥିବା ସାମଗ୍ରୀମାନଙ୍କ ମଧ୍ୟରେ ନିଜକୁ ଗୋପନ ରଖିଛି।” Viz kapitola |