1 ଶାମୁୟେଲ 10:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହୁଁ ସେମାନେ ଦୌଡ଼ିଯାଇ ସେଠାରୁ ତାଙ୍କୁ ଆଣିଲେ; ପୁଣି, ସେ ଲୋକମାନଙ୍କ ମଧ୍ୟରେ ଛିଡ଼ା ହୁଅନ୍ତେ, ଅନ୍ୟ ସକଳ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ୱକୁ ଉଚ୍ଚ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ତହୁଁ ସେମାନେ ଦୌଡ଼ିଯାଇ ସେଠାରୁ ତାଙ୍କୁ ଆଣିଲେ; ପୁଣି ସେ ଲୋକମାନଙ୍କ ମଧ୍ୟରେ ଛିଡ଼ା ହୁଅନ୍ତେ, ଅନ୍ୟ ସକଳ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ଵକୁ ଉଚ୍ଚ ହେଲେ। Viz kapitolaଓଡିଆ ବାଇବେଲ23 ତହୁଁ ସେମାନେ ଦୌଡ଼ିଯାଇ ସେଠାରୁ ତାଙ୍କୁ ଆଣିଲେ; ପୁଣି, ସେ ଲୋକମାନଙ୍କ ମଧ୍ୟରେ ଛିଡ଼ା ହୁଅନ୍ତେ, ଅନ୍ୟ ସକଳ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଉର୍ଦ୍ଧ୍ୱକୁ ଉଚ୍ଚ ହେଲେ। Viz kapitolaପବିତ୍ର ବାଇବଲ23 ଲୋକମାନେ ଖୋଜିଲେ ଏବଂ ତାଙ୍କୁ ସାମଗ୍ରୀ ପଛପଟେ ପାଇଲେ। ଶାଉଲ ଲୋକମାନଙ୍କ ମଧ୍ୟରେ ଛିଡ଼ା ହେଲେ ସେ ସମସ୍ତ ଲୋକଙ୍କ ଅପେକ୍ଷା ଲମ୍ବା ଥିଲେ। Viz kapitola |