1 ଶାମୁୟେଲ 10:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିରେ ଶାମୁୟେଲ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଯାହାଙ୍କୁ ମନୋନୀତ କରିଅଛନ୍ତି, ତୁମ୍ଭେମାନେ କି ତାଙ୍କୁ ଦେଖୁଅଛ, ସମସ୍ତ ଲୋକଙ୍କ ମଧ୍ୟରେ ତାଙ୍କ ପରି କେହି ନାହିଁ?” ତହିଁରେ ସମସ୍ତ ଲୋକ ଜୟଧ୍ୱନି କରି କହିଲେ, “ରାଜା ଚିରଜୀବୀ ହେଉନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏଥିରେ ଶାମୁୟେଲ ସମସ୍ତ ଲୋକଙ୍କୁ କହିଲେ, ସଦାପ୍ରଭୁ ଯାହାଙ୍କୁ ମନୋନୀତ କରିଅଛନ୍ତି, ତୁମ୍ଭେମାନେ କି ତାଙ୍କୁ ଦେଖୁଛ, ସମସ୍ତ ଲୋକଙ୍କ ମଧ୍ୟରେ ତାଙ୍କ ପରି କେହି ନାହିଁ? ତହିଁରେ ସମସ୍ତ ଲୋକ ଜୟଧ୍ଵନି କରି କହିଲେ, ରାଜା ଚିରଜୀବୀ ହେଉନ୍ତୁ। Viz kapitolaଓଡିଆ ବାଇବେଲ24 ଏଥିରେ ଶାମୁୟେଲ ସମସ୍ତ ଲୋକଙ୍କୁ କହିଲେ, ସଦାପ୍ରଭୁ ଯାହାଙ୍କୁ ମନୋନୀତ କରିଅଛନ୍ତି, ତୁମ୍ଭେମାନେ କି ତାଙ୍କୁ ଦେଖୁଛ, ସମସ୍ତ ଲୋକଙ୍କ ମଧ୍ୟରେ ତାଙ୍କ ପରି କେହି ନାହିଁ ? ତହିଁରେ ସମସ୍ତ ଲୋକ ଜୟଧ୍ୱନି କରି କହିଲେ, ରାଜା ଚିରଜୀବୀ ହେଉନ୍ତୁ। Viz kapitolaପବିତ୍ର ବାଇବଲ24 ଶାମୁୟେଲ ଲୋକମାନଙ୍କୁ କହିଲେ, “ଏଇ ବ୍ୟକ୍ତିକୁ ଦେଖ। ପରମେଶ୍ୱର ତାଙ୍କୁ ମନୋନୀତ କରିଛନ୍ତି। ତୁମ୍ଭମାନଙ୍କ ମଧ୍ୟରେ ତାଙ୍କଠାରୁ ସୁପୁରୁଷ ଆଉ କେହି ନାହାନ୍ତି।” ତା'ପରେ ଲୋକମାନେ ପାଟିକଲେ, “ରାଜା ଦୀର୍ଘଜୀବି ହୁଅନ୍ତୁ।” Viz kapitola |