1 ଶାମୁୟେଲ 10:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ମାତ୍ର କେତେକ ଦୁଷ୍ଟ ଲୋକମାନେ କହିଲେ, “ଏହି ଲୋକ କିପରି ଆମ୍ଭମାନଙ୍କୁ ଉଦ୍ଧାର କରିବ?” ଆଉ ସେମାନେ ତାଙ୍କୁ ତୁଚ୍ଛଜ୍ଞାନ କରି କିଛି ଦର୍ଶନୀ ଆଣିଲେ ନାହିଁ। ମାତ୍ର ସେ ମୌନ ହୋଇ ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ମାତ୍ର କେତେକ ପାପାଧମ ସନ୍ତାନ କହିଲେ, ଏଇଟା କିପରି ଆମ୍ଭମାନଙ୍କୁ ଉଦ୍ଧାର କରିବ? ଆଉ ସେମାନେ ତାଙ୍କୁ ତୁଚ୍ଛଜ୍ଞାନ କରି କିଛି ଦର୍ଶନୀ ଆଣିଲେ ନାହିଁ। ମାତ୍ର ସେ ମୌନ ହୋଇ ରହିଲେ। Viz kapitolaଓଡିଆ ବାଇବେଲ27 ମାତ୍ର କେତେକ ଦୁଷ୍ଟ ଲୋକମାନେ କହିଲେ, ଏହି ଲୋକ କିପରି ଆମ୍ଭମାନଙ୍କୁ ଉଦ୍ଧାର କରିବ ? ଆଉ ସେମାନେ ତାଙ୍କୁ ତୁଚ୍ଛଜ୍ଞାନ କରି କିଛି ଦର୍ଶନୀ ଆଣିଲେ ନାହିଁ। ମାତ୍ର ସେ ମୌନ ହୋଇ ରହିଲେ। Viz kapitolaପବିତ୍ର ବାଇବଲ27 କିନ୍ତୁ କେତେ ଖଳ ବ୍ୟକ୍ତି କହିଲେ, “କେମିତି ଏ ଲୋକ ଆମକୁ ରକ୍ଷା କରିବ?” ସେମାନେ ଶାଉଲଙ୍କ ବିରୁଦ୍ଧରେ ଖରାପ କଥା କହିଲେ ଏବଂ ତାଙ୍କ ନିକଟକୁ ଉପହାର ଆଣିବା ପାଇଁ ବାରଣ କଲେ। କିନ୍ତୁ ଶାଉଲ ନୀରବ ରହିଲେ। ଅମ୍ମୋନୀୟକ ରାଜା ନାହଶ୍ ଗାଥ୍ ଓ ରୁବେନ୍ ଗୋଷ୍ଠୀଙ୍କ ଉପରେ ଆକ୍ରମଣ ଚଲାଉ ଥିଲେ। ନାହଶ୍ ସେମାନଙ୍କ ଦକ୍ଷିଣ ଚକ୍ଷୁ ଉପାଡ଼ି ଦେଉଥିଲେ। ଯର୍ଦ୍ଦନ ନଦୀର ପୂର୍ବ ଅବବାହିକାରେ ବାସ କରୁଥିବା ଇସ୍ରାଏଲୀୟମାନଙ୍କୁ ମଧ୍ୟ ସେ ନାଲି ଆଖି ଦେଖାଇ ରଖିଥିଲେ। ସେଥିପାଇଁ 7,000 ଇସ୍ରାଏଲୀୟ ଅମ୍ମୋନୀୟଠାରୁ ବାହାରି ଆସି ଯାବେଶ୍ ଗିଲିୟଦରେ ଅବସ୍ଥାନ କଲେ। Viz kapitola |