Online Bible

- Reklamy -




1 ଶାମୁୟେଲ 11:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏହି ସମୟରେ ଦେଖ, ଶାଉଲ କ୍ଷେତ୍ରରୁ ବଳଦମାନଙ୍କ ପଛେ ଆସୁ ଆସୁ ଉପସ୍ଥିତ ହେଲେ; ଆଉ ଶାଉଲ ପଚାରିଲେ, “ଲୋକମାନଙ୍କର କଅଣ ହେଲା ଯେ, ସେମାନେ ରୋଦନ କରୁଅଛନ୍ତି?” ତହିଁରେ ସେମାନେ ଯାବେଶର ଲୋକମାନଙ୍କ କଥା ତାଙ୍କୁ ଜଣାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ଏହି ସମୟରେ ଦେଖ, ଶାଉଲ କ୍ଷେତ୍ରରୁ ବଳଦମାନଙ୍କ ପଛେ ଆସୁ ଆସୁ ଉପସ୍ଥିତ ହେଲେ; ଆଉ ଶାଉଲ ପଚାରିଲେ, ଲୋକମାନଙ୍କର କଅଣ ହେଲା ଯେ, ସେମାନେ ରୋଦନ କରୁଅଛନ୍ତି? ତହିଁରେ ସେମାନେ ଯାବେଶର ଲୋକମାନଙ୍କ କଥା ତାଙ୍କୁ ଜଣାଇଲେ।

Viz kapitola kopírovat

ଓଡିଆ ବାଇବେଲ

5 ଏହି ସମୟରେ ଦେଖ, ଶାଉଲ କ୍ଷେତ୍ରରୁ ବଳଦମାନଙ୍କ ପଛେ ଆସୁ ଆସୁ ଉପସ୍ଥିତ ହେଲେ; ଆଉ ଶାଉଲ ପଚାରିଲେ, ଲୋକମାନଙ୍କର କଅଣ ହେଲା ଯେ, ସେମାନେ ରୋଦନ କରୁଅଛନ୍ତି ? ତହିଁରେ ସେମାନେ ଯାବେଶର ଲୋକମାନଙ୍କ କଥା ତାଙ୍କୁ ଜଣାଇଲେ।

Viz kapitola kopírovat

ପବିତ୍ର ବାଇବଲ

5 ଶାଉଲ ଗାଈମାନଙ୍କୁ ଚରାଇବା ପାଇଁ ବିଲକୁ ଯାଇଥିଲେ। ସେ ସେଠାରୁ ଆସି ଲୋକମାନେ କ୍ରନ୍ଦନ କରିବାର ଶୁଣିବାକୁ ପାଇଲେ। ଶାଉଲ କହିଲେ, “ତୁମ୍ଭର କ’ଣ ହୋଇଛି ତୁମ୍ଭେମାନେ ଏପରି କାନ୍ଦୁଛ କାହିଁକି?” ତା'ପରେ ଲୋକମାନେ ତାଙ୍କୁ ଯାବେ‌‌‌ଶ୍‌‌ର ଦୂତମାନେ କହିଥିବା ସମସ୍ତ କଥା କହିଲେ।

Viz kapitola kopírovat




1 ଶାମୁୟେଲ 11:5

Následuj nás:

Reklamy


Reklamy