1 ଶାମୁୟେଲ 11:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେହି କଥା ଶୁଣିବାମାତ୍ରେ ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ତାଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେହି କଥା ଶୁଣିବାମାତ୍ର ପରମେଶ୍ଵରଙ୍କ ଆତ୍ମା ଶାଉଲଙ୍କୁ ଆକ୍ରା; କରନ୍ତେ, ତାଙ୍କର କ୍ରୋଧ ଅତିଶୟ ପ୍ରଜ୍ଵଳିତ ହେଲା। Viz kapitolaଓଡିଆ ବାଇବେଲ6 ସେହି କଥା ଶୁଣିବାମାତ୍ରେ ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ତାଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା। Viz kapitolaପବିତ୍ର ବାଇବଲ6 ଶାଉଲ ସମସ୍ତ କଥା ଶୁଣିଲେ। ତା'ପରେ ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କ ଦେହରେ ଅତିଶୟ ପ୍ରଜ୍ୱଳିତ ହେଲା। ଶାଉଲ କ୍ରୋଧରେ ଜର୍ଜରିତ ହେଲେ। Viz kapitola |