1 ଶାମୁୟେଲ 12:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେତେବେଳେ ସେମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, ‘ଆମ୍ଭେମାନେ ପାପ କରିଅଛୁ, ଯେହେତୁ ଆମ୍ଭେମାନେ ସଦାପ୍ରଭୁଙ୍କୁ ତ୍ୟାଗ କରି ବାଲ୍ ଦେବଗଣର ଓ ଅଷ୍ଟାରୋତ୍ ଦେବୀଗଣର ପୂଜା କରିଅଛୁ; ମାତ୍ର ଏବେ ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କର, ତହିଁରେ ଆମ୍ଭେମାନେ ତୁମ୍ଭର ସେବା କରିବା।’ Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେତେବେଳେ ସେମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, ଆମ୍ଭେମାନେ ପାପ କରିଅଛୁ, ଯେହେତୁ ଆମ୍ଭେମାନେ ସଦାପ୍ରଭୁଙ୍କୁ ତ୍ୟାଗ କରି ବାଲ୍ ଦେବଗଣର ଓ ଅଷ୍ଟାରୋତ୍ ଦେବୀଗଣର ପୂଜା କରିଅଛୁ; ମାତ୍ର ଏବେ ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କର, ତହିଁରେ ଆମ୍ଭେମାନେ ତୁମ୍ଭର ସେବା କରିବା। Viz kapitolaଓଡିଆ ବାଇବେଲ10 ସେତେବେଳେ ସେମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, ଆମ୍ଭେମାନେ ପାପ କରିଅଛୁ, ଯେହେତୁ ଆମ୍ଭେମାନେ ସଦାପ୍ରଭୁଙ୍କୁ ତ୍ୟାଗ କରି ବାଲ୍ ଦେବଗଣର ଓ ଅଷ୍ଟାରୋତ୍ ଦେବୀଗଣର ପୂଜା କରିଅଛୁ; ମାତ୍ର ଏବେ ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କର, ତହିଁରେ ଆମ୍ଭେମାନେ ତୁମ୍ଭର ସେବା କରିବା। Viz kapitolaପବିତ୍ର ବାଇବଲ10 ତା'ପରେ ତୁମ୍ଭ ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, ‘ଆମ୍ଭେମାନେ ପାପ କରିଛୁ ଯେହେତୁ ଆମ୍ଭେ ସଦାପ୍ରଭୁଙ୍କୁ ତ୍ୟାଗ କରି ବାଲ୍ଦେବଗଣର ଏବଂ ଅଷ୍ଟାରୋତ୍ ଦେବଗଣର ପୂଜା କରୁଛୁ। ଏବେ ଆମ୍ଭମାନଙ୍କୁ ଶତ୍ରୁ କବଳରୁ ରକ୍ଷା କର, ଆମ୍ଭେମାନେ ତୁମ୍ଭର ଉପାସନା କରିବୁ।’ Viz kapitola |