1 ଶାମୁୟେଲ 12:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ତୁମ୍ଭେମାନେ ବିପଥଗାମୀ ନ ହୁଅ; ଯଦି ହୁଅ, ତେବେ ତୁମ୍ଭେମାନେ ଅବସ୍ତୁସକଳର ଅନୁଗାମୀ ହେବ; ସେମାନେ ଉପକାର କି ରକ୍ଷା କରିବାକୁ ଅସମର୍ଥ, ଯେହେତୁ ସେମାନେ ଅବସ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ପୁଣି ତୁମ୍ଭେମାନେ ବିପଥଗାମୀ ନ ହୁଅ; ଯଦି ହୁଅ, ତେବେ ତୁମ୍ଭେମାନେ ଅବସ୍ତୁସକଳର ଅନୁଗାମୀ ହେବ; ସେମାନେ ଉପକାର କି ରକ୍ଷା କରିବାକୁ ଅସମର୍ଥ, ଯେହେତୁ ସେମାନେ ଅବସ୍ତୁ। Viz kapitolaଓଡିଆ ବାଇବେଲ21 ପୁଣି, ତୁମ୍ଭେମାନେ ବିପଥଗାମୀ ନ ହୁଅ; ଯଦି ହୁଅ, ତେବେ ତୁମ୍ଭେମାନେ ଅବସ୍ତୁସକଳର ଅନୁଗାମୀ ହେବ; ସେମାନେ ଉପକାର କି ରକ୍ଷା କରିବାକୁ ଅସମର୍ଥ, ଯେହେତୁ ସେମାନେ ଅବସ୍ତୁ। Viz kapitolaପବିତ୍ର ବାଇବଲ21 ମୂର୍ତ୍ତିଗୁଡ଼ିକୁ ଅନୁସରଣ କରିବା ପାଇଁ ପରମେଶ୍ୱରଙ୍କଠାରୁ ଦୌଡ଼ି ପଳାଅ ନାହିଁ! ସେମାନେ ଅସାର, ସେମାନେ ମଙ୍ଗଳ କରିବା ପାଇଁ କିମ୍ବା ତୁମ୍ଭମାନଙ୍କୁ ରକ୍ଷା କରିବା ପାଇଁ ଅକ୍ଷମ ଅଟନ୍ତି। Viz kapitola |