1 ଶାମୁୟେଲ 12:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି। Viz kapitolaଓଡିଆ ବାଇବେଲ23 ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି। Viz kapitolaପବିତ୍ର ବାଇବଲ23 ମୋ’ ପକ୍ଷରେ, ମୁଁ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହେବି ନାହିଁ। ଯଦି ମୁଁ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରିବା ବନ୍ଦ କରି ଦେବି, ତେବେ ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି। ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସତ୍ଶିକ୍ଷା ଦେବା ଗ୍ଭଲୁ ରଖିବି। Viz kapitola |