Online Bible

- Reklamy -




1 ଶାମୁୟେଲ 12:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।

Viz kapitola kopírovat

ଓଡିଆ ବାଇବେଲ

3 ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି ? ଅବା ମୁଁ କାହାର ଗଧ ନେଇଅଛି ? ଅବା ମୁଁ କାହାର ଅନ୍ୟାୟ କରିଅଛି ? ମୁଁ କାହା ପ୍ରତି ଉପଦ୍ରବ କରିଅଛି ? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି ? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।

Viz kapitola kopírovat

ପବିତ୍ର ବାଇବଲ

3 ମୁଁ ତୁମ୍ଭମାନଙ୍କ ସମ୍ମୁଖରେ ଉପସ୍ଥିତ ଅଛି। ଯଦି ମୁଁ କିଛି ଭୁଲ୍ କରିଛି ତୁମ୍ଭେମାନେ ନିଶ୍ଚିତଭାବେ ସଦାପ୍ରଭୁ ଏବଂ ତାଙ୍କ ମନୋନୀତ ରାଜାକୁ କୁହ। ମୁଁ କାହାର ଗଧ କିମ୍ବା ଗାଈ ଗ୍ଭେରି କରିଛି କି? ମୁଁ କାହାକୁ ଆଘାତ କିମ୍ବା ଧ‌କ୍‌କା ଦେଇଛି କି? ମୁଁ ମୋର ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇ ନାହିଁ, ଯେପରିକି ମୁଁ ଅନ୍ୟ ଦ୍ୱାରା ଅପରାଧ କରିଥିବା ଉପଦ୍ରବ୍ୟ ଦେଖି ନ ପାରେ? ଯଦି ମୁଁ ଏଥିରୁ କୌଣସିଟି କରିଛି, ତେବେ ମୁଁ ତାହା ଭରଣା କରିବା ପାଇଁ ପ୍ରସ୍ତୁତ ଅଛି।”

Viz kapitola kopírovat




1 ଶାମୁୟେଲ 12:3

Následuj nás:

Reklamy


Reklamy