1 ଶାମୁୟେଲ 13:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିଉତ୍ତାରେ ଶାମୁୟେଲ ଉଠି ଗିଲ୍ଗଲ୍ରୁ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାକୁ ଗଲେ। ସେତେବେଳେ ଶାଉଲ ଗଣନା କରି ଊଣାଧିକ ଛଅ ଶତ ଲୋକ ଆପଣା ନିକଟରେ ଥିବାର ଦେଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଅନନ୍ତର ଶାମୁୟେଲ ଉଠି ଗିଲ୍ଗଲ୍ରୁ ବିନ୍ୟାମୀନ ପ୍ରଦେଶସ୍ଥ ଗିବୀୟାକୁ ଗଲେ। ସେତେବେଳେ ଶାଉଲ ଗଣନା କରି ଊଣାଧିକ ଛଅ ଶତ ଲୋକ ଆପଣା ନିକଟରେ ଥିବାର ଦେଖିଲେ। Viz kapitolaଓଡିଆ ବାଇବେଲ15 ଏଥିଉତ୍ତାରେ ଶାମୁୟେଲ ଉଠି ଗିଲ୍ଗଲ୍ରୁ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାକୁ ଗଲେ। ସେତେବେଳେ ଶାଉଲ ଗଣନା କରି ଊଣାଧିକ ଛଅ ଶତ ଲୋକ ଆପଣା ନିକଟରେ ଥିବାର ଦେଖିଲେ। Viz kapitolaପବିତ୍ର ବାଇବଲ15 ଶାଉଲ ଏବଂ ତାଙ୍କ ଅବଶିଷ୍ଟ ସୈନ୍ୟ ଗିଲ୍ଗଲ୍ ପରିତ୍ୟାଗ କଲେ। ସେମାନେ ବିନ୍ୟାମୀନ ଦେଇ ଗିବିୟାକୁ ଯାତ୍ରା କଲେ। ଶାଉଲ ଗଣନା କଲେ ଓ ପାଇଲେ ଯେ, ସେ ପର୍ଯ୍ୟନ୍ତ ତାଙ୍କ ସହ 600 ଲୋକ ଅଛନ୍ତି। Viz kapitola |