1 ଶାମୁୟେଲ 14:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ କ୍ଷେତ୍ରସ୍ଥିତ ଛାଉଣି ମଧ୍ୟରେ ଓ ସବୁ ଲୋକଙ୍କ ମଧ୍ୟରେ କମ୍ପ ହେଲା; ପ୍ରହରୀ-ଦଳ ଓ ବିନାଶକମାନେ ମଧ୍ୟ କମ୍ପିଲେ ଓ ଭୂମିକମ୍ପ ହେଲା; ଏହିରୂପେ ଘୋରତର ମହାକମ୍ପ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତହିଁରେ କ୍ଷେତ୍ରସ୍ଥିତ ଛାଉଣି ମଧ୍ୟରେ ଓ ସବୁ ଲୋକଙ୍କ ମଧ୍ୟରେ କମ୍ପ ହେଲା; ପ୍ରହରୀ ଦଳ ଓ ବିନାଶକମାନେ ମଧ୍ୟ କମ୍ପିଲେ ଓ ଭୂମିକମ୍ପ ହେଲା; ଏହିରୂପେ ଘୋରତର ମହାକମ୍ପ ହେଲା। Viz kapitolaଓଡିଆ ବାଇବେଲ15 ତହିଁରେ କ୍ଷେତ୍ରସ୍ଥିତ ଛାଉଣି ମଧ୍ୟରେ ଓ ସବୁ ଲୋକଙ୍କ ମଧ୍ୟରେ କମ୍ପ ହେଲା; ପ୍ରହରୀଦଳ ଓ ବିନାଶକମାନେ ମଧ୍ୟ କମ୍ପିଲେ ଓ ଭୂମିକମ୍ପ ହେଲା; ଏହିରୂପେ ଘୋରତର ମହାକମ୍ପ ହେଲା। Viz kapitolaପବିତ୍ର ବାଇବଲ15 ସମସ୍ତ ପଲେଷ୍ଟୀୟ ସୈନ୍ୟମାନେ ଯେଉଁମାନେ ସେହି କ୍ଷେତ୍ରରେ ଥିଲେ, ଯେଉଁମାନେ ଛାଉଁଣିରେ ଥିଲେ, ଯେଉଁମାନେ ଦୁର୍ଗରେ ଥିଲେ, ଭୟଭୀତ ହେଲେ। ଏପରିକି ସବୁଠାରୁ ସାହସୀ ସୈନ୍ୟମାନେ ମଧ୍ୟ ଭୟ କଲେ। ଯେପରି ସେଠାରେ ଭୂମିକମ୍ପ ହେଲା ଏହି ବିଭୀଷିକା ପରମେଶ୍ୱର ପଠାଇଥିଲେ। Viz kapitola |