1 ଶାମୁୟେଲ 14:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସେତେବେଳେ ଲୋକମାନଙ୍କ ମଧ୍ୟରୁ ଜଣେ ଉତ୍ତର କରି କହିଲା, “ତୁମ୍ଭ ପିତା ଲୋକମାନଙ୍କୁ ଦୃଢ଼ ରୂପେ ଏହି ଶପଥ କରାଇଅଛନ୍ତି ଯେ, ‘ଆଜି ଯେଉଁ ଜନ ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ।’ ମାତ୍ର ଲୋକମାନେ କ୍ଳାନ୍ତ ହୋଇଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)28 ସେତେବେଳେ ଲୋକମାନଙ୍କ ମଧ୍ୟରୁ ଜଣେ ଉତ୍ତର କରି କହିଲା, ତୁମ୍ଭ ପିତା ଲୋକମାନଙ୍କୁ ଦୃଢ଼ ରୂପେ ଏହି ଶପଥ କରାଇଅଛନ୍ତି ଯେ, ଆଜି ଯେଉଁ ଜନ ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ। ମାତ୍ର ଲୋକମାନେ କ୍ଳା; ହୋଇଅଛନ୍ତି। Viz kapitolaଓଡିଆ ବାଇବେଲ28 ସେତେବେଳେ ଲୋକମାନଙ୍କ ମଧ୍ୟରୁ ଜଣେ ଉତ୍ତର କରି କହିଲା, ତୁମ୍ଭ ପିତା ଲୋକମାନଙ୍କୁ ଦୃଢ଼ ରୂପେ ଏହି ଶପଥ କରାଇଅଛନ୍ତି ଯେ, ଆଜି ଯେଉଁ ଜନ ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ। ମାତ୍ର ଲୋକମାନେ କ୍ଳାନ୍ତ ହୋଇଅଛନ୍ତି। Viz kapitolaପବିତ୍ର ବାଇବଲ28 ଜଣେ ସୈନିକ ଯୋନାଥନକୁ କହିଲା, “ତୁମ୍ଭ ବାପା ସୈନ୍ୟମାନଙ୍କୁ ବାଧ୍ୟ କରିଛନ୍ତି ଯିଏ ଆଜି ଖାଇବ, ସେ ଦଣ୍ତିତ ହେବ। ତେଣୁ ଲୋକମାନେ ଖାଇ ନାହାନ୍ତି ଓ ଦୁର୍ବଳ ଅନୁଭବ କରୁଛନ୍ତି।” Viz kapitola |