1 ଶାମୁୟେଲ 14:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଏହେତୁ ଲୋକମାନେ ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲେ, ପୁଣି, ମେଣ୍ଢା, ଗୋରୁ ଓ ବାଛୁରି ନେଇ ଭୂମିରେ ବଧ କଲେ; ତହୁଁ ସେମାନେ ରକ୍ତ ସମେତ ତାହା ଭୋଜନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ଏହେତୁ ଲୋକମାନେ ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲେ, ପୁଣି ମେଣ୍ଢା, ଗୋରୁ ଓ ବାଛୁରି ନେଇ ଭୂମିରେ ବଧ କଲେ; ତହୁଁ ସେମାନେ ରକ୍ତ ସମେତ ତାହା ଭୋଜନ କଲେ। Viz kapitolaଓଡିଆ ବାଇବେଲ32 ଏହେତୁ ଲୋକମାନେ ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲେ, ପୁଣି, ମେଣ୍ଢା, ଗୋରୁ ଓ ବାଛୁରି ନେଇ ଭୂମିରେ ବଧ କଲେ; ତହୁଁ ସେମାନେ ରକ୍ତ ସମେତ ତାହା ଭୋଜନ କଲେ। Viz kapitolaପବିତ୍ର ବାଇବଲ32 ସେମାନେ ମେଣ୍ଢା, ଗାଈ, ବାଛୁରି ପଲେଷ୍ଟୀୟଙ୍କଠାରୁ ଛଡ଼ାଇ ଆଣିଲେ। ଇସ୍ରାଏଲର ଲୋକମାନେ ଏତେ ଭୋକିଲା ହୋଇଥିଲେ ଯେ ସେମାନେ ପଶୁମାନଙ୍କୁ ହତ୍ୟା କରି ରକ୍ତମିଶା କଞ୍ଚାମାଂସ ଖାଇଲେ। Viz kapitola |