1 ଶାମୁୟେଲ 14:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଏଥିରେ କେହି କେହି ଶାଉଲଙ୍କୁ କହିଲେ, ଦେଖନ୍ତୁ, ଲୋକମାନେ ରକ୍ତ ସମେତ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରୁଅଛନ୍ତି। ତହିଁରେ ସେ କହିଲେ, “ତୁମ୍ଭେମାନେ ବିଶ୍ୱାସଘାତକ କର୍ମ କରିଅଛ; ଏହିକ୍ଷଣେ ମୋହର ପାଖକୁ ଗୋଟିଏ ବଡ଼ ପଥର ଗଡ଼ାଇ ଆଣ।” Viz kapitolaପବିତ୍ର ବାଇବଲ (Re-edited) - (BSI)33 ଏଥିରେ କେହି କେହି ଶାଉଲଙ୍କୁ କହିଲେ, ଦେଖନ୍ତୁ, ଲୋକମାନେ ରକ୍ତ ସମେତ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରୁଅଛନ୍ତି। ତହିଁରେ ସେ କହିଲେ, ତୁମ୍ଭେମାନେ ବିଶ୍ଵାସଘାତକ କର୍ମ କରିଅଛ; ଏକ୍ଷଣେ ମୋହର ପାଖକୁ ଗୋଟିଏ ବଡ଼ ପଥର ଗଡ଼ାଇ ଆଣ। Viz kapitolaଓଡିଆ ବାଇବେଲ33 ଏଥିରେ କେହି କେହି ଶାଉଲଙ୍କୁ କହିଲେ, ଦେଖନ୍ତୁ, ଲୋକମାନେ ରକ୍ତ ସମେତ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରୁଅଛନ୍ତି। ତହିଁରେ ସେ କହିଲେ, ତୁମ୍ଭେମାନେ ବିଶ୍ୱାସଘାତକ କର୍ମ କରିଅଛ; ଏହିକ୍ଷଣେ ମୋହର ପାଖକୁ ଗୋଟିଏ ବଡ଼ ପଥର ଗଡ଼ାଇ ଆଣ। Viz kapitolaପବିତ୍ର ବାଇବଲ33 ଜଣେ ବ୍ୟକ୍ତି ଶାଉଲଙ୍କୁ କହିଲେ, “ଦେଖନ୍ତୁ ଲୋକମାନେ ରକ୍ତମିଶା ମାଂସ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରୁଅଛନ୍ତି।” ଶାଉଲ କହିଲେ, ତୁମ୍ଭେ ପାପ କରିଅଛ, ବର୍ତ୍ତମାନ ଗୋଟିଏ ପଥରେ ମୋ’ ସମ୍ମୁଖେ ଗୁଡ଼ାଅ। Viz kapitola |