1 ଶାମୁୟେଲ 14:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 କାରଣ ଯେ ଇସ୍ରାଏଲକୁ ଉଦ୍ଧାର କରନ୍ତି, ମୁଁ ସେହି ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ଯେବେ ସେ ପାପ ମୋହର ପୁତ୍ର ଯୋନାଥନଠାରେ ଥାଏ, ତେବେ ସେ ନିତାନ୍ତ ମରିବ।” ମାତ୍ର ସମୁଦାୟ ଲୋକଙ୍କ ମଧ୍ୟରୁ କେହି ତାଙ୍କୁ ଉତ୍ତର ଦେଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)39 କାରଣ ଯେ ଇସ୍ରାଏଲକୁ ଉଦ୍ଧାର କରନ୍ତି, ମୁଁ ସେହି ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ଯେବେ ସେ ପାପ ମୋହର ପୁତ୍ର ଯୋନାଥନଠାରେ ଥାଏ, ତେବେ ସେ ନିତା; ମରିବ। ମାତ୍ର ସମୁଦାୟ ଲୋକଙ୍କ ମଧ୍ୟରୁ କେହି ତାଙ୍କୁ ଉତ୍ତର ଦେଲା ନାହିଁ। Viz kapitolaଓଡିଆ ବାଇବେଲ39 କାରଣ ଯେ ଇସ୍ରାଏଲକୁ ଉଦ୍ଧାର କରନ୍ତି, ମୁଁ ସେହି ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ଯେବେ ସେ ପାପ ମୋହର ପୁତ୍ର ଯୋନାଥନଠାରେ ଥାଏ, ତେବେ ସେ ନିତାନ୍ତ ମରିବ। ମାତ୍ର ସମୁଦାୟ ଲୋକଙ୍କ ମଧ୍ୟରୁ କେହି ତାଙ୍କୁ ଉତ୍ତର ଦେଲା ନାହିଁ। Viz kapitolaପବିତ୍ର ବାଇବଲ39 ମୁଁ ସଦାପ୍ରଭୁଙ୍କ ପାଖରେ ପ୍ରତିଜ୍ଞା କରୁଛି ଯିଏ ପାପ କରିଛି, ଏପରିକି ମୋ’ ପୁଅ ହୋଇଥିଲେ ବି ମୃତ୍ୟୁଦଣ୍ଡରେ ଦଣ୍ତିତ ହେବ।” ସମସ୍ତେ ନୀରବଦ୍ରଷ୍ଟା ରହିଲେ। Viz kapitola |