1 ଶାମୁୟେଲ 14:48 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ପୁଣି, ସେ ବୀରତ୍ୱ ପ୍ରକାଶ କଲେ ଓ ଅମାଲେକୀୟମାନଙ୍କୁ ସଂହାର କଲେ ଓ ଇସ୍ରାଏଲର ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ରକ୍ଷା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)48 ପୁଣି ସେ ବୀରତ୍ଵ ପ୍ରକାଶ କଲେ ଓ ଅମାଲେକୀୟ-ମାନଙ୍କୁ ସଂହାର କଲେ ଓ ଇସ୍ରାଏଲର ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ରକ୍ଷା କଲେ। Viz kapitolaଓଡିଆ ବାଇବେଲ48 ପୁଣି, ସେ ବୀରତ୍ୱ ପ୍ରକାଶ କଲେ ଓ ଅମାଲେକୀୟମାନଙ୍କୁ ସଂହାର କଲେ ଓ ଇସ୍ରାଏଲର ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ରକ୍ଷା କଲେ। Viz kapitolaପବିତ୍ର ବାଇବଲ48 ଶାଉଲ ସାହସୀ ଥିଲେ। ସେ ଇସ୍ରାଏଲୀୟମାନଙ୍କ ଲୁଣ୍ଠନକାରୀଙ୍କୁ ଦମନ କଲେ। ସେ ଏପରିକି ଅମାଲେକୀୟମାନଙ୍କୁ ପରାସ୍ତ କଲେ। Viz kapitola |