1 ଶାମୁୟେଲ 15:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 “ଆମ୍ଭେ ଯେ ଶାଉଲକୁ ରାଜା କଲୁ, ଏଥିପାଇଁ ଆମ୍ଭେ ଦୁଃଖିତ; କାରଣ ସେ ଆମ୍ଭଠାରୁ ବିମୁଖ ହୋଇଅଛି ଓ ଆମ୍ଭର ବାକ୍ୟ ସଫଳ କରି ନାହିଁ।” ଏଥିରେ ଶାମୁୟେଲ କ୍ରୁଦ୍ଧ ହେଲେ, ତଥାପି ସମସ୍ତ ରାତ୍ରି ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆମ୍ଭେ ଯେ ଶାଉଲକୁ ରାଜା କଲୁ, ଏଥିପାଇଁ ଆମ୍ଭେ ଦୁଃଖିତ; କାରଣ ସେ ଆମ୍ଭଠାରୁ ବିମୁଖ ହୋଇଅଛି ଓ ଆମ୍ଭର ବାକ୍ୟ ସଫଳ କରି ନାହିଁ। ଏଥିରେ ଶାମୁୟେଲ କ୍ରୁଦ୍ଧ ହେଲେ, ତଥାପି ସମସ୍ତ ରାତ୍ରି ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। Viz kapitolaଓଡିଆ ବାଇବେଲ11 ଆମ୍ଭେ ଯେ ଶାଉଲକୁ ରାଜା କଲୁ, ଏଥିପାଇଁ ଆମ୍ଭେ ଦୁଃଖିତ; କାରଣ ସେ ଆମ୍ଭଠାରୁ ବିମୁଖ ହୋଇଅଛି ଓ ଆମ୍ଭର ବାକ୍ୟ ସଫଳ କରି ନାହିଁ। ଏଥିରେ ଶାମୁୟେଲ କ୍ରୁଦ୍ଧ ହେଲେ, ତଥାପି ସମସ୍ତ ରାତ୍ରି ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। Viz kapitolaପବିତ୍ର ବାଇବଲ11 ସଦାପ୍ରଭୁ କହିଲେ, “ଶାଉଲ ମୋତେ ଅନୁସରଣ କରୁ ନାହିଁ। ତେଣୁ ଶାଉଲଙ୍କୁ ରାଜା କରିଥିବାରୁ ମୁଁ ଦୁଃଖିତ ଅଟେ। ସେ ମୋର ଆଦେଶକୁ ଅବଜ୍ଞା କଲା।” ଏଥିରେ ଶାମୁୟେଲ କ୍ରୋଧିତ ହେଲେ ଏବଂ ସଦାପ୍ରଭୁଙ୍କ ନିକଟରେ ସାରା ରାତି ଚିତ୍କାର କରି କାନ୍ଦିଲେ। Viz kapitola |