1 ଶାମୁୟେଲ 15:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଶାମୁୟେଲ ଶାଉଲଙ୍କ ସହିତ ପ୍ରଭାତରେ ସାକ୍ଷାତ କରିବା ପାଇଁ ଶୀଘ୍ର ଉଠିଲେ, ତହୁଁ ଶାମୁୟେଲଙ୍କୁ ଏହି ସମ୍ବାଦ ଦିଆଗଲା ଯେ, “ଶାଉଲ କର୍ମିଲକୁ ଆସିଥିଲେ, ଆଉ ଦେଖ, ସେ ଆପଣା ପାଇଁ ଜୟସ୍ତମ୍ଭ ସ୍ଥାପନ କରି ସେଠାରୁ ଫେରି, ପ୍ରସ୍ଥାନ କରି ଗିଲ୍ଗଲ୍କୁ ବାହାରି ଯାଇଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି ଶାମୁୟେଲ ଶାଉଲଙ୍କ ସହିତ ପ୍ରଭାତରେ ସାକ୍ଷାତ କରିବା ପାଇଁ ଶୀଘ୍ର ଉଠିଲେ, ତହୁଁ ଶାମୁୟେଲଙ୍କୁ ଏହି ସମ୍ଵାଦ ଦିଆଗଲା ଯେ, ଶାଉଲ କର୍ମିଲକୁ ଆସିଥିଲେ, ଆଉ ଦେଖ, ସେ ଆପଣା ପାଇଁ ଜୟସ୍ତମ୍ଭ ସ୍ଥାପନ କରି ସେଠାରୁ ଫେରି, ପ୍ରସ୍ଥାନ କରି ଗିଲ୍ଗଲ୍କୁ ବାହାରି ଯାଇଅଛନ୍ତି। Viz kapitolaଓଡିଆ ବାଇବେଲ12 ପୁଣି, ଶାମୁୟେଲ ଶାଉଲଙ୍କ ସହିତ ପ୍ରଭାତରେ ସାକ୍ଷାତ କରିବା ପାଇଁ ଶୀଘ୍ର ଉଠିଲେ, ତହୁଁ ଶାମୁୟେଲଙ୍କୁ ଏହି ସମ୍ବାଦ ଦିଆଗଲା ଯେ, ଶାଉଲ କର୍ମିଲକୁ ଆସିଥିଲେ, ଆଉ ଦେଖ, ସେ ଆପଣା ପାଇଁ ଜୟସ୍ତମ୍ଭ ସ୍ଥାପନ କରି ସେଠାରୁ ଫେରି, ପ୍ରସ୍ଥାନ କରି ଗିଲ୍ଗଲ୍କୁ ବାହାରି ଯାଇଅଛନ୍ତି। Viz kapitolaପବିତ୍ର ବାଇବଲ12 ଶାମୁୟେଲ ତା’ ପରଦିନ ପ୍ରତ୍ୟୁଷରୁ ଶାଉଲଙ୍କୁ ସାକ୍ଷାତ କରିବା ପାଇଁ ତାଙ୍କ ରାସ୍ତାରେ ଗଲେ। ଲୋକମାନେ ଶାମୁୟେଲଙ୍କୁ କହିଲେ, “ଶାଉଲ ଯିହୁଦାର କର୍ମିଲ୍ ସହରକୁ ଆସିଥିଲେ। ଶାଉଲ ସେଠାକୁ ତାଙ୍କ ସମ୍ମାନାର୍ଥେ ପ୍ରସ୍ତର ସ୍ତମ୍ଭ ନିର୍ମାଣ କରିବାକୁ ଗଲେ। ଶାଉଲ ସବୁଆଡ଼େ ଯାତ୍ରା କରି ସାରିବା ପରେ ଗିଲ୍ଗଲ୍ରେ ପହଞ୍ଚିଲେ।” Viz kapitola |