1 ଶାମୁୟେଲ 16:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଉତ୍ତାରେ ଶାମୁୟେଲ ଯିଶୀକୁ କହିଲେ, “ତୁମ୍ଭର ସବୁ ସନ୍ତାନ କି ଏଠାରେ ଅଛନ୍ତି?” ସେ କହିଲା, “କେବଳ କନିଷ୍ଠଟି ବାକି ଅଛି, ଆଉ ଦେଖ, ସେ ମେଷପଲ ଚରାଉଛି।” ତହିଁରେ ଶାମୁୟେଲ ଯିଶୀକୁ କହିଲେ, “ଲୋକ ପଠାଇ ତାକୁ ଅଣାଅ; ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେମାନେ (ଭୋଜନରେ) ବସିବୁ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏଉତ୍ତାରେ ଶାମୁୟେଲ ଯିଶୀକି କହିଲେ, ତୁମ୍ଭର ସବୁ ସନ୍ତାନ କି ଏଠାରେ ଅଛନ୍ତି? ସେ କହିଲା, କେବଳ କନିଷ୍ଠଟି ବାକୀ ଅଛି, ଆଉ ଦେଖ, ସେ ମେଷପଲ ଚରାଉଛି। ତହିଁରେ ଶାମୁୟେଲ ଯିଶୀକି କହିଲେ, ଲୋକ ପଠାଇ ତାକୁ ଅଣାଅ; ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେମାନେ (ଭୋଜନରେ) ବସିବୁ ନାହିଁ। Viz kapitolaଓଡିଆ ବାଇବେଲ11 ଏଉତ୍ତାରେ ଶାମୁୟେଲ ଯିଶୀକି କହିଲେ, ତୁମ୍ଭର ସବୁ ସନ୍ତାନ କି ଏଠାରେ ଅଛନ୍ତି ? ସେ କହିଲା, କେବଳ କନିଷ୍ଠଟି ବାକି ଅଛି, ଆଉ ଦେଖ, ସେ ମେଷପଲ ଚରାଉଛି। ତହିଁରେ ଶାମୁୟେଲ ଯିଶୀକୁ କହିଲେ, ଲୋକ ପଠାଇ ତାକୁ ଅଣାଅ; ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେମାନେ (ଭୋଜନରେ) ବସିବୁ ନାହିଁ। Viz kapitolaପବିତ୍ର ବାଇବଲ11 ଶାମୁୟେଲ ଯିଶୀଙ୍କୁ କହିଲେ, “ତୁମ୍ଭର ସବୁ ସନ୍ତାନ କ’ଣ ଏଠାରେ ଅଛନ୍ତି?” ସେ କହିଲେ, “କେବଳ କନିଷ୍ଠଟି ଏଠାରେ ନାହିଁ। ସେ ମେଷପଲ ଚରାଉ ଅଛି।” ଶାମୁୟେଲ କହିଲେ, “ଲୋକ ପଠାଇ ତାଙ୍କୁ ଡକାଅ। ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେ ଭୋଜନରେ ବସିବୁ ନାହିଁ।” Viz kapitola |