Online Bible

- Reklamy -




1 ଶାମୁୟେଲ 16:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଉତ୍ତାରେ ଶାଉଲ ଯିଶୀକୁ କହି ପଠାଇଲେ, ବିନୟ କରୁଅଛି, “ଦାଉଦଙ୍କୁ ମୋʼ ସମ୍ମୁଖରେ ଛିଡ଼ା ହେବାକୁ ଦିଅ; କାରଣ ସେ ମୋʼ ଦୃଷ୍ଟିରେ ଅନୁଗ୍ରହ ପାଇଅଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଏଉତ୍ତାରେ ଶାଉଲ ଯିଶୀକି କହି ପଠାଇଲେ, ବିନୟ କରୁଅଛି, ଦାଉଦକୁ ମୋʼ ସମ୍ମୁଖରେ ଛିଡ଼ା ହେବାକୁ ଦିଅ; କାରଣ ସେ ମୋʼ ଦୃଷ୍ଟିରେ ଅନୁଗ୍ରହ ପାଇଅଛି।

Viz kapitola kopírovat

ଓଡିଆ ବାଇବେଲ

22 ଏଉତ୍ତାରେ ଶାଉଲ ଯିଶୀକି କହି ପଠାଇଲେ, ବିନୟ କରୁଅଛି, ଦାଉଦକୁ ମୋ’ ସମ୍ମୁଖରେ ଛିଡ଼ା ହେବାକୁ ଦିଅ; କାରଣ ସେ ମୋ’ ଦୃଷ୍ଟିରେ ଅନୁଗ୍ରହ ପାଇଅଛି।

Viz kapitola kopírovat

ପବିତ୍ର ବାଇବଲ

22 ଏହା ପରେ ଶାଉଲ ଯିଶୀଙ୍କୁ ଏକ ବାର୍ତ୍ତା ପଠାଇଲେ, “ମୁଁ ବିନୟ କରୁଅଛି ଦାଉଦଙ୍କୁ ମୋ’ ସମ୍ମୁଖରେ ଛିଡ଼ା ହେବାକୁ ଦିଅ, ସେ ମୋର ସେବା କରିବ, କାରଣ ମୁଁ ତାକୁ ଭଲ ପାଏ।”

Viz kapitola kopírovat




1 ଶାମୁୟେଲ 16:22

Následuj nás:

Reklamy


Reklamy