1 ଶାମୁୟେଲ 16:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ବାକ୍ୟାନୁସାରେ କାର୍ଯ୍ୟ କରି ବେଥଲିହିମରେ ଉପସ୍ଥିତ ହେଲେ। ତହିଁରେ ନଗରର ପ୍ରାଚୀନମାନେ କମ୍ପମାନ ହୋଇ ତାଙ୍କୁ ଭେଟିବାକୁ ଆସି ପଚାରିଲେ, “ଆପଣଙ୍କ ଆଗମନ କୁଶଳ?” Viz kapitolaପବିତ୍ର ବାଇବଲ (Re-edited) - (BSI)4 ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ବାକ୍ୟାନୁସାରେ କାର୍ଯ୍ୟ କରି ବେଥ୍ଲିହିମ୍ରେ ଉପସ୍ଥିତ ହେଲେ। ତହିଁରେ ନଗରର ପ୍ରାଚୀନମାନେ କମ୍ପମାନ ହୋଇ ତାଙ୍କୁ ଭେଟିବାକୁ ଆସି ପଚାରିଲେ, ଆପଣଙ୍କ ଆଗମନ କୁଶଳ? Viz kapitolaଓଡିଆ ବାଇବେଲ4 ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ବାକ୍ୟାନୁସାରେ କାର୍ଯ୍ୟ କରି ବେଥଲିହିମରେ ଉପସ୍ଥିତ ହେଲେ। ତହିଁରେ ନଗରର ପ୍ରାଚୀନମାନେ କମ୍ପମାନ ହୋଇ ତାଙ୍କୁ ଭେଟିବାକୁ ଆସି ପଚାରିଲେ, ଆପଣଙ୍କ ଆଗମନ କୁଶଳ ? Viz kapitolaପବିତ୍ର ବାଇବଲ4 ଶାମୁୟେଲ ସଦାପ୍ରଭୁଙ୍କର ବାକ୍ୟ ଅନୁସାରେ କାର୍ଯ୍ୟ କଲେ। ଶାମୁୟେଲ ବୈଥ୍ଲେହମରେ ପହଞ୍ଚିଲେ। ତହିଁରେ ନଗରର ପୁରୁଖାମାନେ କମ୍ପମାନ ହୋଇ ତାଙ୍କୁ ଭେଟିବାକୁ ଆସି ପଗ୍ଭରିଲେ, “ଆପଣଙ୍କ ଆଗମନ କୁଶଳ ତ?” Viz kapitola |