1 ଶାମୁୟେଲ 16:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଉତ୍ତାରେ ଯିଶୀ ଅବୀନାଦବକୁ ଡାକି ଶାମୁୟେଲଙ୍କର ସମ୍ମୁଖ ଦେଇ ଗମନ କରାଇଲା। ତହିଁରେ ଶାମୁୟେଲ କହିଲେ, “ସଦାପ୍ରଭୁ ଏହାକୁ ହିଁ ମନୋନୀତ କରି ନାହାନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଉତ୍ତାରେ ଯିଶୀ ଅବିନାଦବକୁ ଡାକି ଶାମୁୟେଲଙ୍କର ସମ୍ମୁଖ ଦେଇ ଗମନ କରାଇଲା। ତହିଁରେ ଶାମୁୟେଲ କହିଲେ, ସଦାପ୍ରଭୁ ଏହାକୁ ହିଁ ମନୋନୀତ କରି ନାହାନ୍ତି। Viz kapitolaଓଡିଆ ବାଇବେଲ8 ଏଉତ୍ତାରେ ଯିଶୀ ଅବୀନାଦବକୁ ଡାକି ଶାମୁୟେଲଙ୍କର ସମ୍ମୁଖ ଦେଇ ଗମନ କରାଇଲା। ତହିଁରେ ଶାମୁୟେଲ କହିଲେ, ସଦାପ୍ରଭୁ ଏହାକୁ ହିଁ ମନୋନୀତ କରି ନାହାନ୍ତି। Viz kapitolaପବିତ୍ର ବାଇବଲ8 ତା'ପରେ ଯିଶୀ ତାଙ୍କର ଦ୍ୱିତୀୟ ପୁତ୍ର ଅବିନାଦବଙ୍କୁ ଡାକିଲେ। ଅବିନାଦବ ଶାମୁୟେଲଙ୍କ ଆଗ ଦେଇ ଗଲେ। କିନ୍ତୁ ଶାମୁୟେଲ କହିଲେ, “ନା, ଏ ଲୋକ ନୁହନ୍ତି ଯାହାଙ୍କୁ ସଦାପ୍ରଭୁ ଉପଯୁକ୍ତ ମନେ କରନ୍ତି।” Viz kapitola |