1 ଶାମୁୟେଲ 17:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତହୁଁ ଇସ୍ରାଏଲ ଲୋକମାନେ କହିଲେ, “ଏହି ଯେ ଲୋକ ଉଠି ଆସିଅଛି, ଏହାକୁ କʼଣ ତୁମ୍ଭେମାନେ ଦେଖିଲ? ନିଶ୍ଚୟ ଇସ୍ରାଏଲକୁ ତୁଚ୍ଛ କରିବା ପାଇଁ ସେ ଉଠି ଆସିଅଛି; ପୁଣି, ଏହାକୁ ଯେଉଁ ଲୋକ ବଧ କରିବ, ରାଜା ତାହାକୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ, ଆଉ ଇସ୍ରାଏଲ ମଧ୍ୟରେ ତାହାର ପିତୃଗୃହକୁ କରମୁକ୍ତ କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)25 ତହୁଁ ଇସ୍ରାଏଲ-ଲୋକମାନେ କହିଲେ, ଏହି ଯେ ଲୋକ ଉଠି ଆସିଅଛି, ଏହାକୁ କʼଣ ତୁମ୍ଭେମାନେ ଦେଖିଲ? ନିଶ୍ଚୟ ଇସ୍ରାଏଲକୁ ତୁଚ୍ଛ କରିବା ପାଇଁ ସେ ଉଠିଆସିଅଛି; ପୁଣି ଏହାକୁ ଯେଉଁ ଲୋକ ବଧ କରିବ, ରାଜା ତାହାକୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ, ଆଉ ଇସ୍ରାଏଲ ମଧ୍ୟରେ ତାହାର ପିତୃଗୃହକୁ ନିଷ୍କର କରିବେ। Viz kapitolaଓଡିଆ ବାଇବେଲ25 ତହୁଁ ଇସ୍ରାଏଲ ଲୋକମାନେ କହିଲେ, ଏହି ଯେ ଲୋକ ଉଠି ଆସିଅଛି, ଏହାକୁ କ’ଣ ତୁମ୍ଭେମାନେ ଦେଖିଲ ? ନିଶ୍ଚୟ ଇସ୍ରାଏଲକୁ ତୁଚ୍ଛ କରିବା ପାଇଁ ସେ ଉଠି ଆସିଅଛି; ପୁଣି, ଏହାକୁ ଯେଉଁ ଲୋକ ବଧ କରିବ, ରାଜା ତାହାକୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ, ଆଉ ଇସ୍ରାଏଲ ମଧ୍ୟରେ ତାହାର ପିତୃଗୃହକୁ କରମୁକ୍ତ କରିବେ। Viz kapitolaପବିତ୍ର ବାଇବଲ25 ଜଣେ ଇସ୍ରାଏଲର ଲୋକ କହିଲା, “ତୁମ୍ଭେମାନେ ସେହି ବ୍ୟକ୍ତିକୁ ଦେଖିଲକି ଯିଏ ଇସ୍ରାଏଲକୁ ଅବମାନନା କରିବାକୁ ଆସିଥିଲା? ଏହାକୁ ଯେଉଁ ଲୋକ ହତ୍ୟା କରିବ, ରାଜା ତାହାଙ୍କୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ। ଆଉ ଇସ୍ରାଏଲ ମଧ୍ୟରେ ତା'ର ପିତୃ ଗୃହକୁ ନିଷ୍କର କରିବେ।” Viz kapitola |