Online Bible

- Reklamy -




1 ଶାମୁୟେଲ 17:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ତହୁଁ ଦାଉଦ ଶାଉଲଙ୍କୁ କହିଲେ, “ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି, କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନିଗଲେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ତହୁଁ ଦାଉଦ ଶାଉଲଙ୍କୁ କହିଲେ, ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନି ଗଲେ,

Viz kapitola kopírovat

ଓଡିଆ ବାଇବେଲ

34 ତହୁଁ ଦାଉଦ ଶାଉଲଙ୍କୁ କହିଲେ, ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି, କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନି ଗଲେ,

Viz kapitola kopírovat

ପବିତ୍ର ବାଇବଲ

34 କିନ୍ତୁ ଦାଉଦ ଶାଉଲଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭର ଦାସ, ଆପଣା ପିତାର ମେଷ ଚରାଉ ଥାଏ। ଥରେ ଗୋଟିଏ ସିଂହ ଓ ଅନ୍ୟଥର ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଗୋଟିଏ ମେଷକୁ ନେଇଗଲା।

Viz kapitola kopírovat




1 ଶାମୁୟେଲ 17:34

Následuj nás:

Reklamy


Reklamy