1 ଶାମୁୟେଲ 17:49 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ପୁଣି, ଦାଉଦ ଆପଣା ଝୁଲିରେ ହାତ ପୂରାଇ ତହିଁରୁ ଗୋଟିଏ ପଥର କାଢ଼ି ଛାଟିଣୀରେ ମାରି ସେହି ପଲେଷ୍ଟୀୟର କପାଳକୁ ଆଘାତ କଲେ; ତହିଁରେ ସେ ପଥର ତାହା କପାଳରେ ପଶିଯାʼନ୍ତେ, ସେ ମୁହଁ ମାଡ଼ି ଭୂମିରେ ପଡ଼ିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)49 ପୁଣି ଦାଉଦ ଆପଣା ଝୁଲିରେ ହାତ ପୂରାଇ ତହିଁରୁ ଗୋଟିଏ ପଥର କାଢ଼ି ଛାଟିଣୀରେ ମାରି ସେହି ପଲେଷ୍ଟୀୟର କପାଳକୁ ଆଘାତ କଲେ; ତହିଁରେ ସେ ପଥର ତାହା କପାଳରେ ପଶିଯାʼନ୍ତେ, ସେ ମୁହଁ ମାଡ଼ି ଭୂମିରେ ପଡ଼ିଲା। Viz kapitolaଓଡିଆ ବାଇବେଲ49 ପୁଣି, ଦାଉଦ ଆପଣା ଝୁଲିରେ ହାତ ପୂରାଇ ତହିଁରୁ ଗୋଟିଏ ପଥର କାଢ଼ି ଛାଟିଣୀରେ ମାରି ସେହି ପଲେଷ୍ଟୀୟର କପାଳକୁ ଆଘାତ କଲେ; ତହିଁରେ ସେ ପଥର ତାହା କପାଳରେ ପଶିଯା’ନ୍ତେ, ସେ ମୁହଁ ମାଡ଼ି ଭୂମିରେ ପଡ଼ିଲା। Viz kapitolaପବିତ୍ର ବାଇବଲ49 ଦାଉଦ ଆପଣା ଥଳିରେ ହାତ ପୁରାଇ ତହିଁରୁ ଗୋଟିଏ ପଥର କାଢ଼ି ଛାଟିଣୀରେ ମାରି ସେହି ପଲେଷ୍ଟୀୟର କପାଳକୁ ଆଘାତ କଲେ। ତହିଁରେ ସେ ପଥର ତା'ର କପାଳରେ ପଶିଯା’ନ୍ତେ ସେ ମୁହଁ ମାଡ଼ି ଭୂମିରେ ପଡ଼ିଲା। Viz kapitola |