1 ଶାମୁୟେଲ 18:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିଉତ୍ତାରେ ଶାଉଲ ଦାଉଦଙ୍କୁ କହିଲେ, “ମେରବ୍ ନାମ୍ନୀ ମୋହର ଜ୍ୟେଷ୍ଠା କନ୍ୟାକୁ ଦେଖ, ମୁଁ ତୁମ୍ଭ ସଙ୍ଗରେ ତାହାର ବିବାହ ଦେବି; କେବଳ ତୁମ୍ଭେ ମୋହର ପକ୍ଷରେ ବିକ୍ରମୀ ହୁଅ ଓ ସଦାପ୍ରଭୁଙ୍କ ଯୁଦ୍ଧରେ ଯୁଦ୍ଧ କର।” ଶାଉଲ ମନେ କଲେ, “ମୋହର ହସ୍ତ ତାହା ଉପରେ ନ ଉଠୁ, ମାତ୍ର ପଲେଷ୍ଟୀୟମାନଙ୍କ ହସ୍ତ ତାହା ଉପରେ ଉଠୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ଅନନ୍ତର ଶାଉଲ ଦାଉଦଙ୍କୁ କହିଲେ, ମେରବ୍ ନାମ୍ନୀ ମୋହର ଜ୍ୟେଷ୍ଠା କନ୍ୟାକୁ ଦେଖ, ମୁଁ ତୁମ୍ଭ ସଙ୍ଗରେ ତାହାର ବିବାହ ଦେବି; କେବଳ ତୁମ୍ଭେ ମୋହର ପକ୍ଷରେ ବିକ୍ରମୀ ହୁଅ ଓ ସଦାପ୍ରଭୁଙ୍କ ଯୁଦ୍ଧରେ ଯୁଦ୍ଧ କର। ଶାଉଲ ମନେ କଲେ, ମୋହର ହସ୍ତ ତାହା ଉପରେ ନ ଉଠୁ, ମାତ୍ର ପଲେଷ୍ଟୀୟମାନଙ୍କ ହସ୍ତ ତାହା ଉପରେ ଉଠୁ। Viz kapitolaଓଡିଆ ବାଇବେଲ17 ଏଥିଉତ୍ତାରେ ଶାଉଲ ଦାଉଦଙ୍କୁ କହିଲେ, ମେରବ୍ ନାମ୍ନୀ ମୋହର ଜ୍ୟେଷ୍ଠା କନ୍ୟାକୁ ଦେଖ, ମୁଁ ତୁମ୍ଭ ସଙ୍ଗରେ ତାହାର ବିବାହ ଦେବି; କେବଳ ତୁମ୍ଭେ ମୋହର ପକ୍ଷରେ ବିକ୍ରମୀ ହୁଅ ଓ ସଦାପ୍ରଭୁଙ୍କ ଯୁଦ୍ଧରେ ଯୁଦ୍ଧ କର। ଶାଉଲ ମନେ କଲେ, ମୋହର ହସ୍ତ ତାହା ଉପରେ ନ ଉଠୁ, ମାତ୍ର ପଲେଷ୍ଟୀୟମାନଙ୍କ ହସ୍ତ ତାହା ଉପରେ ଉଠୁ। Viz kapitolaପବିତ୍ର ବାଇବଲ17 କିନ୍ତୁ ଶାଉଲ ଦାଉଦଙ୍କୁ ମାରିଦେବା ପାଇଁ ଗ୍ଭହିଁଲେ ଏବଂ ଶାଉଲ ଏକ ଉପାୟ ଚିନ୍ତା କଲେ। ଶାଉଲ କହିଲେ, “ଦାଉଦ ମେରବ୍ ନାମକ ମୋର ଜ୍ୟେଷ୍ଠ କନ୍ୟାକୁ ଦେଖ। ମୁଁ ତାକୁ ତୁମ୍ଭକୁ ବିବାହ ଦେବି। ତା'ପରେ ତୁମ୍ଭେ ଜଣେ ବୀର ଯୋଦ୍ଧା ସୈନିକ ହେବ। ତୁମ୍ଭେ ମୋର ସନ୍ତାନ ପରି, ତା'ପରେ ତୁମ୍ଭେ ସଦାପ୍ରଭୁଙ୍କ ପାଇଁ ଯୁଦ୍ଧ କର।” ଶାଉଲ ଚିନ୍ତାକଲେ, “ମୁଁ ତାକୁ ହତ୍ୟା କରିବା ପାଇଁ ହାତ ଉଠାଇବି ନାହିଁ, କିନ୍ତୁ ପଲେଷ୍ଟୀୟମାନେ ହୁଏତ ତାକୁ ହତ୍ୟା କରି ପାରନ୍ତି।” Viz kapitola |